ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ନର୍ଲା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତା ରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୦୮.୦୮.୨୦୨୨ (ମ ନି ସ ) ଆଜି ନର୍ଲା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ,କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲ,ଉପ ଜିଲ୍ଲାପାଳ ,ଭବାନୀପାଟଣା ଡ଼ ବିଶ୍ୱଜିତ୍ ଦାସଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ୍ ୨୯୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୭୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।

Related posts

ମୋ ସରକାର କାର୍ଯ୍ୟକ୍ରମ ର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଦୁର୍ନୀତିଗ୍ରସ୍ତ ସରକାରୀ ଅଧିକାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ , ୫ଜଣଙ୍କୁ ବାଧ୍ୟତାମୂଳକ ଅବସର, ୨ ଜଣଙ୍କୁ ବହିଷ୍କାର ଓ ୨ ଜଣଙ୍କ ପେନ୍‌ସନ୍‌ ବନ୍ଦ

Sunil Chandra Nayak

କବି ସୌରଭ ବୈଜୟନ୍ତୀ ମାଳା ମହାପାତ୍ର ଙ୍କ କବିତା ସକଳ ଘଟେ ନାରାୟଣ

Sunil Chandra Nayak

Leave a Comment

error: Content is protected !!