ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ସାପ କାମୁଡାରେ ମହିଳା ମୃତ୍ୟୁ

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ରେ ସାପ କାମୁଡାରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ହେଲେ କାମାକ୍ଷାନଗର ଥାନା ଗୋରଡିଆ ଗ୍ରାମର ମିନାକ୍ଷୀ ସାମଲ। ସେ ଗତ କାଲି ରାତିରେ ସୋଇଥିବା ବେଳେ ସାପ କାମୁଡି ଦେଇଥିଲା। ପରିବାର ଲୋକେ ଜାଣିବା ପରେ ତାଙ୍କୁ ତୁରନ୍ତ କାମାକ୍ଷାନଗର ଉପଖଣ୍ଡ ମେଡିକଲରେ ଭର୍ତ୍ତି କରିଥିଲେ। ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏନେଇ ମେଡିକାଲ ଓ ଗ୍ରାମରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।

କାମାକ୍ଷାନଗରରୁ ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

ଓଡିଶା କ୍ଷୁଦ୍ର ଶିଳ୍ପ ନିଗମ (OSIC) 2018-19 ଆର୍ଥିକ ବର୍ଷ ର ଲାଭରୁ ରାଜ୍ୟ ସରକାରଙ୍କୁ 1,40 କୋଟି ପ୍ରଦାନ

Sunil Chandra Nayak

ରାଇରଙ୍ଗପୁରରେ ମହାସମାରୋହରେ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ

Sunil Chandra Nayak

ଖାଇବା ତେଲ ପରେ ଏବେ ମିଳିବ ଶସ୍ତା ଚିନି

Leave a Comment

error: Content is protected !!