ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

୩ୟ ରାଷ୍ଟ୍ରୀୟ ଲୋକ ଅଦାଲତ – ୨୦୨୨,ରେ ୧୯୫୦ ଟି ମାମଲା ଫଇସଲା

ଭବାନୀପାଟଣା:୧୪/୮- ମ.ନୀ.ସ:- କଳାହାଣ୍ଡି ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ଗୁଡିକରେ ଚଳିତ ବର୍ଷ ୨୦୨୨ ୩ୟ ରାଷ୍ଟ୍ରୀୟ ଲୋକ ଅଦାଲତ ଗତ ୧୩/୮- ୨୨ ରିଖ (ଶନିବାର) ଦିନ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଓ ଦୌରା ଜର୍ଜ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅଧ୍ଯକ୍ଷ, ଶ୍ରୀ ଦିପ୍ତି ରଞ୍ଜନ କାନୁନଗୋ ଓ ସଚିବ ଶ୍ରୀ ଶୁଭ ଗୌତମ ମିଶ୍ରଙ୍କ ପ୍ରତ୍ଯକ୍ଷ ତତ୍ବାବଧାନରେ ଆୟୋଜିତ ବିଭିନ୍ନ ଅଦାଲତରେ ୪୪ ପ୍ରାକ୍ ମୋକଦ୍ଦମା ସମ୍ବନ୍ଧୀୟ ମାମଲାର ଫଇସଲା କରାଯାଇ ଟ. ୮.୫୫.୦୦୦ ଙ୍କା ଆଦାୟ କରାଯାଇଥିଲା। ୩୩ ମୋଟର ଦୁର୍ଘଟଣା ଜନିତ ମାମଲାର ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ଟ. ୧.୪୩.୪୮.୦୦୦ ଙ୍କା ପ୍ରଦାନ କରାଯାଇଥିଲା। ସେହିପରି ୨୪ ଟି ଦେବାନୀ ମକଦ୍ଦମା ଫଇସଲା କରାଯାଇ ଥିବାବେଳେ ବିଚାର ଯୋଗ୍ଯ ୨୩୧ ଟି ଫୌଜଦାରୀ ମକଦ୍ଦମା ଫଇସଲା କରାଯାଇଥିଲା ଏବଂ NI Ac cases ( ଦଫା – ୧୩୮) ୧୩ଟି ଫଇସଲା କରାଯାଇ ଟ. ୯୦୬୨୮୧ ଙ୍କା ଆଦାୟ କରାଯାଇଥିଲା। ବିବାହ ଜନିତ ମକଦ୍ଦମା ୪ ଗୋଟି ଫଇସଲା କରାଯାଇଥିଲା। ରାଜସ୍ୱ ମକଦ୍ଦମା ୧୯୦୫ ଟି ଫଇସଲା କରାଯାଇ ଟ.୫୮୪୯୮ ଙ୍କା ଆଦାୟ କରା ଯାଇଥିଲା।ଏହି ଲୋକ ଅଦାଲତରେ ଜିଲ୍ଲା ଜର୍ଜ ତଥା ସଦସ୍ୟ ପ୍ରଥମ ମୋଟରଯାନ ଦୁର୍ଘଟଣା ନ୍ଯାୟାଧିକାରୀ ଦିପ୍ତି ରଞ୍ଜନ କାନୁନଗୋ, ପରିବାର ଅଦାଲତ ଜଜ୍, ଲଳିତ କୁମାର ଦାସ, ସଚିବ, ଜିଲ୍ଲା ଆଇନ ସେବା ପ୍ରାଧିକରଣ, କଳାହାଣ୍ଡି, ଶ୍ରୀ ସୁଭ ଗୌତମ ମିଶ୍ର, ସିନିୟର ସିଭିଲ ଜଜ୍ ( ଏଲ ଆର – ଏଲଟିଭି) ଶ୍ରୀଦିପ ମିଶ୍ର, ଉପଖଣ୍ଡ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ, ସୂର୍ଯ୍ଯକାନ୍ତ ଆଚାର୍ଯ୍ୟ, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ନିଲୋଫର ଓ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ ଅଦାଲତ ପରିଚାଳନା କରିଥିଲେ। ଅତିରିକ୍ତ ଜିଲ୍ଲା ଜଜ୍, ଶୁଭଞନ ମହାନ୍ତି.. ଉକ୍ତ ଲୋକ ଅଦାଲତରେ ଉପସ୍ଥିତ ଥିଲେ। ରେଜିଷ୍ଟ୍ରାର, ସିଭିଲ କୋଟ ରସ୍ମୀରେଖା ପାତ୍ର. ଲୋକ ଅଦାଲତର ପରିଚାଳନାରେ ସହଯୋଗ କରିଥିଲେ।

Related posts

ତୀର୍ଯ୍ୟକ୍

Sunil Chandra Nayak

ସୁରେନ୍ଦ୍ର କୁମାର ବେହେରା ଙ୍କ କବିତା ଧନରେ ରଖିବୁ ମନରେ

Sunil Chandra Nayak

କଳାହାଣ୍ଡି ଜିଲ୍ଲାପାଳ ପି.ଅନ୍ୱେଷା ରେଡ୍ଡୀ, ଆଇଏଏସଙ୍କ ଧର୍ମଗଡ଼ ଗ୍ରସ୍ତ

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort