ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଧର୍ମଗଡ ପ୍ରାଥମିକ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନ   (ଇଟିଇଆଇ) ଅନୁଷ୍ଠାନ ରେ ଆଜାଦି କେ ଅମୃତ ମହୋତ୍ସବ ପାଳିତ

ଧର୍ମଗଡ ସ୍ଥିତ ସରକାରୀ ପ୍ରାଥମିକ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନ ରେ ଆଜାଦି କେ ଅମୃତ ମହୋତ୍ସବ ପାଳିତ ହୋଇ ଯାଇଛି। ଏହି ଅବସରରେ ଦୀର୍ଘ ୬୦ ଫୁଟ ଲମ୍ବର ତ୍ରିରଙ୍ଗା ପତାକା ସହିତ ଗୁରୁ ଛାତ୍ରୀ ମାନେ ଧର୍ମଗଡ ସହର ପରିକ୍ରମା କରିଥିଲେ। ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠାନ ର ଅଧ୍ୟକ୍ଷ ରାମ ଚନ୍ଦ୍ର ବାଗ ଙ୍କ ନେତୃତ୍ୱରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବରିଷ୍ଠ ଶିକ୍ଷକ ଜୟନ୍ତ କୁମାର ମୁଣ୍ଡ, ଆଦିତ୍ୟ ନାରାୟଣ ପାତ୍ର, ଶିକ୍ଷୟତ୍ରୀ ଶ୍ରୀମତୀ ଅଞ୍ଜୁଶ୍ରୀ ମିଶ୍ର, ସୁଧାଂଶୁ ଶେଖର ପଣ୍ଡା, ଅଭଜିତ ମହାନ୍ତି, ସୁଶାନ୍ତ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ରାଜ୍ୟସ୍ତରୀୟ ଲୋକସାହିତ୍ୟ ଆଲୋଚନାଚକ୍ର

Sunil Chandra Nayak

ରାୟଗଡ଼ – କେନ୍ଦ୍ରମନ୍ତ୍ରୀ ମାନନୀୟ ଶ୍ରୀ ସୋମ ପ୍ରକାଶଙ୍କ ଗସ୍ତ

Sunil Chandra Nayak

ଜିଲା ପ୍ରାଥମିକ ଶିକ୍ଷକ ଏକ୍ସ- କ୍ୟାଡର ଏବଂ ଗଣଶିକ୍ଷକ ସଂଘର ଜିଲା ସ୍ତରୀୟ ବୈଠକ

Sunil Chandra Nayak

Leave a Comment

error: Content is protected !!