ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଆରପାରି ରେ ସମସ୍ତଙ୍କ ପ୍ରିୟ ଗାନ୍ଧିବାଦୀ ସମାଜସେବୀ ଘାସିରାମ ପାଟ୍ଟଯୋଷୀ

କୋକସରା,୨୩/୮- ( ମ ନି ସ)  କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଅଞ୍ଚଳର ଚିର ପରିଚିତ ଗାନ୍ଧିବାଦୀ ଚିନ୍ତାଧାରାରେ ଅନୁପ୍ରାଣିତ ବରିଷ୍ଠ ସମାଜସେବୀ ଘାସିରାମ ପାଟ୍ଟଯୋଷୀ ଙ୍କ ମଙ୍ଗଳବାର ସନ୍ଧ୍ୟାରେ ନିଜ ବାସ ଭବନରେ ପରଲୋକ ହୋଇଯାଇଛି। ଗତକିଛ ମାସ ହେବ ସେ ଯକୃତ ଜନିତ ରୋଗରେ ପୀଡିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ଶିକ୍ଷକତାରୁ ଅବସର ନେବାପରେ ସେ ମାନବ ସେବା ହିଁ ମାଧବ ସେବାକୁ ଵ୍ରତ କରି ସମାଜସେବା କ୍ଷେତ୍ରରେ ନିଜର ଜୀବନକୁ ଉତ୍ସର୍ଗୀକୃତ କରିଥିଲେ। ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମରେ ଅନୁଷ୍ଠିତ ହେଉଥିବା ସରକାରୀ ବେସରକାରୀ କାର୍ଯ୍ୟକ୍ରମରେ ତାଙ୍କର ଯୋଗଦାନକୁ କେବେ ଅଞ୍ଚଳ ବାସୀ ଭୁଲିପାରିବେ ନାହିଁ। ଏକାଧାରରେ ଜଣେ ଲେଖକ, କବି ଓ ସାହିତ୍ୟ କ୍ଷେତ୍ରରେ ମଧ୍ୟ ନିପୁଣ ଥିଲେ। ରାଜ୍ୟ ସ୍ତରୀୟ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସେ ସମ୍ମାନିତ ହୋଇ ନିଜ ଅଞ୍ଚଳ ପାଇଁ ପ୍ରଶଂସା ର ପାତ୍ର ହୋଇଛନ୍ତି। ପର୍ଯ୍ୟଟନ ସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରା ର ସେ ପ୍ରତିଷ୍ଠାତା ସଦସ୍ୟ ଥିଲେ । ବୁଧବାର ସକାଳେ ତାଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟ ସମାପନ କରାଯିବା ନେଇ ପରିବାର ପକ୍ଷରୁ ସୂଚନା ମିଲିଛି। ତାଙ୍କ ପରଲୋକରେ କୋକସରା ବ୍ଲକ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Related posts

ରାୟଗଡା ପୌର ନିର୍ବାଚନ ପ୍ରଚାର ମଇଦାନରେ ବିଜେଡି ପକ୍ଷରୁ ବିଧାୟକ ଅତନୁ ସବ୍ଯଶାଚୀ ନାୟକ

Sunil Chandra Nayak

ଭବାନୀପାଟଣା ଜାଗୃତୀ ଶାଖା ପକ୍ଷରୁ ଜାତୀୟ ପ୍ରକଳ୍ପ ସାଇକ୍ଳୋଥନ କାର୍ଯ୍ଯକ୍ରମ

Sunil Chandra Nayak

ହଠାତ୍ ବଢ଼ିଲା ଟମାଟୋ ଦର , ସାଧାରଣ ଖାଉଟିଙ୍କ ପାଇଁ ଆକାଶ ଛୁଆଁ

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort