ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବିଜୁ ଜନତାଦଳର ୨୫ ବର୍ଷ ଉପଲକ୍ଷେ କୁସୁମୀ ବ୍ଲକ ବିଜୁ ଯୁବ ଛାତ୍ର ଜନତା ଦଳ ଓ ଧାତିକି ସାହି କ୍ରିକେଟ ଆସୋସିଏସନ୍ ମିଳିତ ଆନୁକୁଲ୍ୟରେ ରକ୍ତଦାନ ଶିବିର

 ମୟୂରଭଞ୍ଜ-୨୯/୮/୨୨(ମସିହା) ଓଡ଼ିଶାରେ ଏକ ଆଂଚଳିକ ରାଜନୈତିକ ଦଳ ଭାବେ ବିଜୁ ଜନତା ଦଳ ୧୯୯୭ ମସିହା ଡିସେମ୍ବର ୨୬ ତାରିଖରେ ପ୍ରତିଷ୍ଠିତ ହୋଇଥିଲା ।୨୦୨୨ ଡିସେମ୍ବର ୨୬ ତାରିଖରେ ଏହା ୨୫ ବର୍ଷ ପୂରଣ କରି ୨୬ ବର୍ଷ ରେ ପଦାର୍ପଣ କରିବ ।ତେଣୁ ରାଜ୍ୟ ଦଳୀୟ ନିର୍ଦ୍ଦେଶକ୍ରମେ ବିଜୁଜନତା ଦଳର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ମୟୂରଭଞ୍ଜ ଜିଲ୍ଲାର ସାରସକଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୁସୁମି ବ୍ଲକର ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଜୀବନ ବିନ୍ଦୁ ଓଡିଶା ମୋ ପରିବାର ଓ ଧାତିକି ସାହି କ୍ରିକେଟ ଆସୋସିଏସନ୍ ମିଳିତ ଆନୁକୂଲ୍ୟରେ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟର ରକ୍ତଭଣ୍ଡାର ପରିସରରେ ରବିବାର ଦିନ ଏକ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ମୟୂରଭଞ୍ଜ ସଦର ବିଜୁ ଯୁବ ଜନତା ସଭାପତି ତଥା ରାଇରଙ୍ଗପୁର ପୌରାଧ୍ଯକ୍ଷ ଅଭିଷେକ ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ ରାଜ୍ୟ ଵିଜୁ ଛାତ୍ର ଜନତା ସାଧାରଣ ସଂପାଦକ ବିକାଶ ମହାନ୍ତ ଯୋଗଦେଇ ଫିତାକାଟି ରକ୍ତଦାନ କାର୍ଯ୍ୟକ୍ରମ ଶୁଭାରମ୍ଭ କରିବା ସହ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ଏଥିରେ ୨୭ ଜଣ ରକ୍ତଦାତା ରକ୍ତଦାନ କରି ନିଜକୁ ଧନ୍ୟ  ମଣିଥିଲେ । କାର୍ଯ୍ୟକ୍ରମରେ ଅନିଲ,ଅଜିତ,ଲକ୍ଷ୍ମଣ,ଆସିବ,ସୁଧାର,ବନମାଳି,କୁଅଁର,ରାମସାଇ,ବିପିନ, ରଂଜନ, ରୋହିତ, ଶଙ୍କର,ଭୁଗୁଲ ପମୁଖ ଯୁବଛାତ୍ର ସଦସ୍ୟମାନେ ରକ୍ତ ସଂଗ୍ରହ ପରିଚାଳନାରେ ସହଯୋଗ କରିଥିଲେ । ରକ୍ତଭଣ୍ଡାର ଅଧିକାରୀ ଡାକ୍ତର ପବିତ୍ର ପ୍ରତ୍ୟୁଷ ମିଶ୍ର ଏବଂ ଅନ୍ୟ କର୍ମଚାରୀମାନେ ରକ୍ତ ସଂଗ୍ରହ କରିଥିଲେ ।

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ 

Related posts

କୁନା ସେଠୀ ଙ୍କ କବିତା ତୁମେ ହିଁ ପାରିବ ମୁକ୍ତ କରି

ଉପେନ୍ଦ୍ର କୁମାର ବସ୍ତିଆ ଙ୍କ କବିତା ଥୁଣ୍ଟା ବରଗଛ

Sunil Chandra Nayak

ଆଦିସ୍କନ୍ଦ ସମାଜର ବ୍ଲକ ସ୍ତରୀୟ ବୈଠକ : ନୂତନ କର୍ମକର୍ତ୍ତା ଚୟନ

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort