ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ୨ ଅଭିଯୁକ୍ତ ଗିରଫ

ଜୁନାଗଡ଼,୪।୯ (ମ ନି ସ )- ଜୁନାଗଡ଼ ଥାନା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମନାକୁ ଆସିଛି। ଜୁନାଗଡ଼ ସହରରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯିବା ଫଳରେ ଚିକିତ୍ସାଧୀନ ଅବସ୍ଥାରେ ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଛି। ମୃତ ଯୁବକଙ୍କ ନାମ ମାନସ ମେହେର ଓ ସେ ବଳଦିଆମାଲ ଗ୍ରାମର ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ, ସନ୍ଧ୍ୟାରେ ମାନସ ଓ ତାଙ୍କ ସାଙ୍ଗ ବାଇକରେ ଜୁନାଗଡ଼ ସହରରୁ ଘରକୁ ଫେରୁଥିବାବେଳେ ନୂଆ ବସଷ୍ଟାଣ୍ଡ ନିକଟରେ ଅନ୍ୟ ଏକ ବାଇକ ତାଙ୍କୁ ଧକ୍କା ଦେଇଥିଲା। ଏହିସମୟରେ ଅନ୍ୟ ବାଇକ୍ ରେ ବସିଥିବା ଯୁବକ ମାନେ ଉତ୍ୟକ୍ତ ହୋଇ ମାନସକୁ ମରଣାନ୍ତକ ଆକ୍ରମଣ କରିଥିଲେ। ଏଥିରେ ମାନସ ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଜୁନାଗଡ଼ ସରକାରୀ ଡାକ୍ତରଖାନା ଓ ପରେ ରାୟପୁରଙ୍କୁ ନିଆଯାଉଥିବାବେଳେ ବାଟରେ ଚିକିତ୍ସା ଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟପଟେ,ପରିବାର ଵର୍ଗ ଏହା ଏକ ସୁପରିକଳ୍ପିତ ହତ୍ୟା କାଣ୍ଡ ବୋଲି ଅଭିଯୋଗ ଆଣିଛନ୍ତି। ଏଥିରେ ସମ୍ପୃକ୍ତ ଥିବା ଦୋଷୀ ବିରୁଦ୍ଧରେ ଦୃଢ଼ କାର୍ଯ୍ୟନୁଷ୍ଠାନ ନେବାକୁ ପରିବାର ଓ ସମ୍ପର୍କୀୟ ଲୋକେ ଜୁନାଗଡ଼ ଥାନାର ଦ୍ୱାରସ୍ତ ହୋଇଥିଲେ। ଜୁନାଗଡ଼ ପୋଲିସ ଏ ନେଇଁ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରି ଘଟଣାରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିଥିଲା।ଅଭିଯୁକ୍ତ ମାନେ ହେଲେ ଜୁନାଗଡ଼ ସହରର ରାହୁଲ ଓରଫ ରଙ୍ଗାଧର ନାଏକ ଓ ନକଟିଗୁଡାର ରଞ୍ଜନ ଗୁରୁ ।ଉଭୟଙ୍କୁ ପୋଲିସ ସ୍ଥାନୀୟ କୋର୍ଟ ଚାଲାଣ କରାଯାଇଥିବା ଜଣାଯାଇଛି।

ଜୁନାଗଡ଼ ରୁ ନରେନ୍ଦ୍ର ଖିତୀ ଙ୍କ ରିପୋର୍ଟ 

Related posts

ଖାଉଟିଙ୍କ ଉପରେ ପୁଣି ମହଙ୍ଗା ମାଡ

ମିଶନ ଶକ୍ତି ଗୃହ ଉଦଘାଟନ କଲେ ବିଧାୟକ

Sunil Chandra Nayak

ମାନଗୋବିନ୍ଦ ସ୍ବାଇଁ ଙ୍କ କବିତା ଜଣାଣ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort