ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଭବାନୀପାଟଣା ରାତିଅଧିଆ ଭିଜିଲାନ୍ସ ରେଡ

 ଭବାନୀପାଟଣା -: ସଗଡା଼ ବନବିଭାଗ ର ଫରେଷ୍ଟର ଯୋଗେନ୍ଦ୍ର ମାଝୀ 2 ଲକ୍ଷ ନେଇ ନିଜ ଗାଁ କୁ ଗଲାବେଳେ ଭବାନୀପାଟଣା ଇରିଗେଶନ ଛକ ଠାରେ କଳାହାଣ୍ଡି ମାଲନକାନଗିରି ଓ କୋରାପୁଟ ଭିଜିଲାନ୍ସ ଟିମ ଖବର ପାଇ ଏକାକାଳୀନ ଚଢ଼ାଉ କରିଥିଲେ ଫଳରେ ଫରେଷ୍ଟର ମାଝୀଙ୍କ ଠାରୁ 2ଲକ୍ଷ ଜବତ କରି ଭବାନୀପାଟଣା ଭିଜିଲାନ୍ସ ଅଫିସ କୁ ଆଣି ପଚରା ଉଚରା ଜାରି ରଖିଥିବା ଜଣା ଯାଇଛି। ପୂର୍ବରୁ ମଧ୍ୟ ତାଙ୍କ ନାଁ ରେ ବିଭିନ୍ନ ଅଭିଯୋଗ ଥିବା ସୂଚନା ମିଳିଛି ।

ରଜନୀ କାନ୍ତ ମିଶ୍ର ଙ୍କ ରିପୋର୍ଟ୍ 

Related posts

ଖଡ଼ିଆଳ – ମତ ଦାନ ଶାନ୍ତି ପୂର୍ଣ

Sunil Chandra Nayak

ବାଲେଶ୍ବର – ଆଦର୍ଶ ବିଦ୍ଯାଳୟର ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

Sunil Chandra Nayak

ଉର୍ଲାଦନୀ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଔଷଧୀୟ ବଗିଚା : ଅନ୍ୟ ସ୍ୱାସ୍ଥ୍ୟକେନ୍ଦ୍ର ପାଇଁ ଉଦାହରଣ

Sunil Chandra Nayak

Leave a Comment

error: Content is protected !!