ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଶତାୟୁ,ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ -୨୦୨୨ ପାଳନ  

ଢେଙ୍କାନାଳ: ତା.୧୭.୦୯ .୨୨_ଆଜି ସ୍ଥାନୀୟ ଶତାୟୁ ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳ ପରିସରରେ ଆଜାଦୀର ଅମୃତ ମହୋତ୍ସବ ପାଳନ ବର୍ଷ ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ବାଳ ଙ୍କ ନିର୍ଦ୍ଦେଶନା ଓ ମାର୍ଗଦର୍ଶନରେ ସାଂସ୍କୃତିକ ବିଭାଗ ଦାୟିତ୍ୱରେ ଥିବା ବରିଷ୍ଠ ସଂସ୍କୃତ ଶିକ୍ଷୟିତ୍ରୀ ଡ଼ଃ ଅନୁପମା ମିଶ୍ର,ସଂସ୍କୃତ ଶିକ୍ଷକ ଦୀପ୍ତିଶ୍ କୁମାର ଶତପଥୀଙ୍କ ମିଳିତ ପ୍ରଚେଷ୍ଟାରେ ସମସ୍ତଙ୍କର ସହଯୋଗରେ କୋଭିଡ୍ -୧୯ ନିୟମ ସବୁକୁ ଅନୁପାଳନ କରି ଦୀର୍ଘ ପନ୍ଦର ଦିନ ବ୍ୟାପୀ ସ୍ୱଚ୍ଛତା ପକ୍ଷ -୨୦୨୨ ନିରାଡ଼ମ୍ବର ଭାବେ ପାଳିତ ହୋଇ ଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ ,ଓଡ଼ିଶା ଶିକ୍ଷାସେବା(ଏସ. ବି)(ଗ୍ରୁପ -ଏ) ଜୁନିୟର ସ୍ଵୀୟ ବାର୍ତ୍ତାରେ ଭାରତରେ ସ୍ୱଚ୍ଛତା ପକ୍ଷ -୨୦୨୨ ପାଳନର ଆବଶ୍ୟକତା ଓ ଏହାର ସୁଦୂରପ୍ରସାରୀ ପ୍ରଭାବ ରହିଥିବାରୁ ସମସ୍ତେ ସ୍ବଚ୍ଛତାକୁ ଗୁରୁତ୍ୱ ଦେବା ଦରକାର ବୋଲି ଦୃଢ଼ ମତପ୍ରକାଶ କରିଥିଲେ। ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଡ଼ା. ଦେବୀ ପ୍ରସାଦ ମିଶ୍ର ସ୍ୱଚ୍ଛତା ହିଁ ଆଜିର ପ୍ରମୁଖ ଆବଶ୍ୟକତା ଓ ସ୍ୱଚ୍ଛତା ହିଁ ଉତ୍ତମ ସ୍ବାସ୍ଥ୍ୟ ତଥା ନିରୋଗ ଜୀବନଯାପନର ମୂଳମନ୍ତ୍ର ବୋଲି ଦୃଢ଼ ଅଭିବ୍ୟକ୍ତି ପ୍ରଦାନ କରିଥିଲେ।ଏହି ଅବସରରେ ପ୍ରତ୍ୟେକ ଦିନ ସ୍ୱଚ୍ଛତା ଶପଥ, ସାମାଜିକ ଗଣମାଧ୍ୟମରେ ଓ ୱେବ୍ ସାଇଟରେ ଦୃଶ୍ୟ- ଶ୍ରାବ୍ୟ ମାଧ୍ୟମ ବ୍ୟବହାର କରି କୋଭିଡ୍ -୧୯ ଜନ ସଚେତନତାର ପ୍ରଚାର ପ୍ରସାର, ବିଦ୍ୟାଳୟ ପରିଚାଳନା କମିଟି, ଅଭିଭାବକ – ଶିକ୍ଷକ ବୈଠକ ମାଧ୍ୟମରେ ସ୍ବଚ୍ଛତା କାର୍ଯକାରୀ ଯୋଜନା ଫର୍ଦ୍ଦ ପ୍ରସ୍ତୁତି,ବିଦ୍ୟାଳୟ ବିଶୁଦ୍ଧ କରଣ, ପାଇଖାନା, ପରିସ୍ରାଗାର, ବିଦ୍ୟାଳୟ ପରିସର ସଫେଇ ଓ ଉଚିତ୍ ବ୍ୟବହାର ତଦାରଖ, କରୋନା ଟୀକାକରଣ ସଚେତନତା, ଜଳ ସଂରକ୍ଷଣ ଓ ପାନୀୟ ଜଳର ସୁବିନିଯୋଗ,ଜଳବାହିତ ରୋଗ ସମ୍ପର୍କରେ ସଚେତନତା, ପ୍ରାକୃତିକ ସମ୍ପଦର ସଂରକ୍ଷଣ,ଗୋଟିଏ ଥର ବ୍ୟବହାର ଉପଯୋଗୀ ପ୍ଲାଷ୍ଟିକର ବ୍ୟବହାର ବର୍ଜନ, ପ୍ରତିଦିନ ହାତ ଧୋଇବା ଅଭ୍ୟାସ ଅବସରରେ ସ୍ୱଚ୍ଛତା ବିଷୟବସ୍ତୁ ଆଧାରିତ ପ୍ଲାକାର୍ଡ ଧରି ଏକ ଶୋଭାଯାତ୍ରା,ରାଲି, ସ୍ବଚ୍ଛତା ସମ୍ପର୍କରେ ସେମିନାର,ପ୍ରବନ୍ଧ, କବିତା ଲିଖନ,ସ୍ଲୋଗାନ୍,ଡ୍ରଇଂ , ପେଣ୍ଟିଂ ଓ ପୋଷ୍ଟର ,ଡଷ୍ଟବିନ ପ୍ରସ୍ତୁତି ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଏହି ପ୍ରତିଯୋଗିତା ଗୁଡିକରେ କୃତୀ ପ୍ରତିଯୋଗୀ ଛାତ୍ରୀ ଛାତ୍ର ଶୁଭସ୍ମିତା ସାହୁ,ସ୍ମିତାଶ୍ରୀ ଦେହୁରୀ, ଦୁର୍ଗା ପ୍ରସାଦ ମିଶ୍ର, ପ୍ରବନ୍ଧରେ, ବାସନ୍ତୀ ସାମନ୍ତରାୟ, ପିନାକୀ ପ୍ରିତମ ଛୋଟ୍ଟରାୟ , ଆଦିତ୍ୟ ଷେଣ୍ଢ ଡ୍ରଇଂ, ପେଣ୍ଟିଂ, ପୋଷ୍ଟରରେ, ଅଭିଜିତ ବେହେରା, ଶ୍ରଦ୍ଧାଞ୍ଜଳୀ ସାହୁ, ବିସ୍ମିତା ସାହୁ କବିତା, ସ୍ଲୋଗାନ ଲିଖନରେ କ୍ରମାନ୍ୱୟରେ ଯଥାକ୍ରମେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ହାସଲ କରିଥିବାରୁ ପ୍ରାର୍ଥନା ସଭାରେ ବରିଷ୍ଠ ଶିକ୍ଷକ, ଶିକ୍ଷୟିତ୍ରୀ ମାନଙ୍କ ଦ୍ୱାରା ପର୍ଯ୍ୟାୟ କ୍ରମେ ପୁରସ୍କୃତ ହୋଇଥିଲେ।ବିଦ୍ୟାଳୟର ପରିଚାଳନା କମିଟି ସଭାପତି ପ୍ରମୋଦ କୁମାର ଛୋଟ୍ଟରାୟ, ଉପସଭାପତି ସୁପ୍ରଭା ସ୍ବାଇଁ,ଅନ୍ୟତମ ସଦସ୍ୟ ଲକ୍ଷ୍ମୀକାନ୍ତ ଜେନା, ସାରଙ୍ଗଧର ସାହୁ, ଝରଣା ପାତ୍ର, ପ୍ରଭାସିନୀ ସାହୁ, ସୀମାରାଣୀ ସାହୁ , ମୀନା ନାଏକ, ବିରଞ୍ଚି ନାୟକ, ଦିଲାବର୍ ହୁସେନଙ୍କ ସମେତ ସମସ୍ତ ସଭ୍ୟ ସଭ୍ୟା ବୃନ୍ଦ, ଅଭିଭାବକ, ଅଭିଭାବିକା , ସମସ୍ତ ସମର ଶିକ୍ଷାର୍ଥୀ ବାହିନୀର କ୍ୟାଡେଟ ବୃନ୍ଦ ଓ ସମସ୍ତ ଛାତ୍ରଛାତ୍ରୀଙ୍କ ସମେତ ବରିଷ୍ଠ ଶିକ୍ଷକ ତଥା ସମର ଶିକ୍ଷାର୍ଥୀ ଆକାଶ ବାହିନୀ ଚିଫ ଅଫିସର ଡ଼ା.ଦେବୀ ପ୍ରସାଦ ମିଶ୍ର, ସମର ଶିକ୍ଷାର୍ଥୀ ସ୍ଥଳ ବାଳିକା ବାହିନୀ ଥାର୍ଡ ଅଫିସର ଅନୁପମା ପଣ୍ଡା,ସମର ଶିକ୍ଷାର୍ଥୀ ସ୍ଥଳବାହିନୀ ଦାୟିତ୍ୱରେ ଥିବା ସଂସ୍କୃତ ଶିକ୍ଷକ ଦୀପ୍ତିଶ କୁମାର ଶତପଥୀ, ସଂସ୍କୃତ ଶିକ୍ଷୟିତ୍ରୀ ଡ଼ଃ ଅନୁପମା ମିଶ୍ର, ସମର ଶିକ୍ଷାର୍ଥୀ ନୌବାହିନୀ ଦାୟିତ୍ୱରେ ଥିବା ଶିକ୍ଷୟିତ୍ରୀ କିରଣମୟୀ ମହାଳିକ,ହିନ୍ଦୀ ଶିକ୍ଷକ କିଶୋର ସାମଲ,ସମର ଶିକ୍ଷାର୍ଥୀ ନୌବାହିନୀ ପ୍ରାକ୍ତନ ଚିଫ ଅଫିସର ଧ୍ୟାନଚାନ୍ଦ ମିଶ୍ର, ସ୍ୱର୍ଣ୍ଣମୟୀ ଶତପଥୀ,ସୁନିତାବାଳା ଷଡ଼ଙ୍ଗୀ, ସ୍ୱାଗତିକା ରଥ,ସୁଜାତା ପଣ୍ଡା,ଗାଇଡ଼ ଶିକ୍ଷୟିତ୍ରୀ କ୍ଷୀରାବଧିତନୟା ମହାପାତ୍ର,ସୁଚିତ୍ରା ସାହୁ, କଳ୍ପନା ବାରିକ, କାର୍ଯ୍ୟାଳୟ ସହକାରୀ ପ୍ରଫୁଲ୍ଲ କୁମାର ବିଶ୍ବାଳ,ଭୋକେଶନାଲ ଦାୟିତ୍ୱରେ ଥିବା ଆ.ଟି.ପ୍ରଶିକ୍ଷିକା ଶୁଭଶ୍ରୀ ଦେବସ୍ମିତା ରାଉତ, ଅଟୋମେଟିଭି ପ୍ରଶିକ୍ଷକ ସୁଜିତ କୁମାର ବାରା, ବାସୁଦେବ ରଣା, ମମତା ବେହେରା,ରୁଦ୍ରାକ୍ଷ ଗଡନାୟକ, ସନ୍ତୋଷ ଜେନା, ନରହରି ଗୋଛାୟତ ପ୍ରମୁଖ ଶିକ୍ଷୟିତ୍ରୀ, ଶିକ୍ଷକ ଓ କର୍ମଚାରୀ ବୃନ୍ଦ, ବିଦ୍ୟାଳୟରେ କୋଭିଡ-୧୯ ନିୟମାବଳୀ ଅନୁପାଳନ କରି ଯୋଗଦାନ କରି ଏହି ସ୍ୱଚ୍ଛତା ପକ୍ଷ -୨୦୨୨ ପାଳନ କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ। ପରିଶେଷରେ ଆଜାଦୀର ଅମୃତ ମହୋତ୍ସବ ପାଳନ ବର୍ଷ ଉପଲକ୍ଷେ ଦୀର୍ଘ ପନ୍ଦର ଦିନ ବ୍ୟାପୀ ସ୍ୱଚ୍ଛତା ପକ୍ଷ -୨୦୨୨ କାର୍ଯ୍ୟକ୍ରମର ସଫଳ ପାଳନ ଅବସରରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ତଥା ସମର ଶିକ୍ଷାର୍ଥୀ ଆକାଶ ବାହିନୀ ଚିଫ ଅଫିସର ଡା.ଦେବୀ ପ୍ରସାଦ ମିଶ୍ର ପ୍ରାର୍ଥନା ସଭାରେ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ପରିଚାଳନା କରିବା ସଙ୍ଗେ ସଙ୍ଗେ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ଢେ଼ଙ୍କାନାଳ ରୁ ନାୟକ ଅକ୍ଷୟ ରାଜ ହସ୍ତୀଙ୍କ ରିପୋର୍ଟ୍

Related posts

ସ୍ୱାଧୀନତା ଦିବସ ସମାରୋହ : ସ୍କୁଲରେ ଭାଗ ନେବେ ଛାତ୍ରଛାତ୍ରୀ; ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା 

Sunil Chandra Nayak

ଗାୟତ୍ରୀ ମହାଯଜ୍ଞ ର ଭୂମି ପୂଜନ

Sunil Chandra Nayak

ସୁନ୍ଦରଗଡ ଜିଲ୍ଲା ଲେଖକ ସାମୁଖ୍ୟ ରାଉରକେଲାର ମାସିକ ସାହିତ୍ୟ ଆସର

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort