ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଆର ପାରି ରେ ପୂର୍ବତନ ମନ୍ତ୍ରୀ ଦୁର୍ଯୋଧନ ମାଝୀ

ଅବିଭକ୍ତ କଳାହାଣ୍ଡି ରେ ଶୋକ ର ଛାୟା

ନୁଆପଡା: ଓଡିଶା ସରକାରଙ୍କ ପୂର୍ତତନ ମନ୍ତ୍ରୀ ତଥା ନୂଆପଡା ଜିଲ୍ଲାର ବରିଷ୍ଠ ରାଜନେତା ଖଡିଆଳ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ ‌ହୋଇଛି। ମିଳିଥିବା ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ତାଙ୍କ ସରକାରୀ ବାସଭବନରେ ଶୋଇଥିବା ସମୟରେ ଅକସ୍ମାତ୍ ବିୟୋଗ ହୋଇଯାଇଛି। ତାଙ୍କର ମୃତ୍ୟୁ ଖବର ପାଇବା ପରେ ଖଡିଆଳ ନିର୍ବାଚନ ମଣ୍ଡଳୀରେ ଶୋକରଛାୟା ଖେଳିଯାଇଛି।

ସ୍ବର୍ଗତଃ ଦୁର୍ଯ୍ୟୋଧନ ମାଝୀ ନୂଆପଡା ଜିଲ୍ଲା ଖଡିଆଳ ନିର୍ବାଚନ ମଣ୍ଡଳୀରୁ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ୧୯୯୦ରୁ ୨୦୧୯ ପର୍ଯ୍ୟନ୍ତ କ୍ରମାଗତ  ବିଧାୟକ ରହିଥିଲେ। ପ୍ରଥମେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ନେତୃତ୍ବାଧୀନ ଜନତା ଦଳରୁ ୧୯୯୦ରେ ଖଡ଼ିଆଳରୁ ସେ ବିଧାନସଭାକୁ ଆସିଥିଲେ। ଏହାପରେ ପୁଣି ୧୯୯୫ରେ ସେଠାରୁ ଜନତା ଦଳ ଟିକଟରେ ନିର୍ବାଚିତ ହୋଇଥିଲେ। ପରେ ବିଜୁ ଜନତା ଦଳରେ ଯୋଗଦାନ କରି ସେ ୨୦୦୦ରୁ ୨୦୧୪ ପର୍ଯ୍ୟନ୍ତ ବିଧାୟକ ରହିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବାଧୀନ ସରକାରରେ ସେ ୨୦୦୦ରେ ଏବଂ ୨୦୦୬ ମସିହାରେ ଦୁଇ ଥର  ମନ୍ତ୍ରୀ ମଧ୍ୟ ରହିଥିଲେ।

୨୦୧୪ ମସିହାରେ ସେ ବିଜୁ ଜନତା ଦଳରୁ ଇସ୍ତଫା ଦେଇ ଭାରତୀୟ ଜନତା ପାର୍ଟିରେ ଯୋଗଦାନ କରିଥିଲେ। ସେହିବର୍ଷ ବିଧାନସଭା ନିର୍ବାଚନ‌ରେ ଭାରତୀୟ ଜନତା ପାର୍ଟିରୁ ଲଢ଼ି ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୧୯ ସାଧାରଣ ନିର୍ବାଚନରେ ବିଜେପି ପକ୍ଷରୁ ତାଙ୍କୁ ଦଳୀୟ ଟିକେଟ ନ ମିଳିବାରୁ ସେ ଦଳରୁ ଇସ୍ତଫା ଦେଇଥିଲେ। ପରବର୍ତ୍ତୀ ସମୟରେ ସେ ପୁଣି ବିଜୁ ଜନତା ଦଳକୁ ଫେରି ଆସିଥିଲେ। ୧୯୩୮ ମସିହାରେ ଜନ୍ମିତ ସ୍ବର୍ଗତଃ ମାଝିଙ୍କର ୪ ପୁଅ ଏବଂ ଜଣେ ଝିଅ ଅଛନ୍ତି।ସେ ଉପାନ୍ତ ଅଂଚଳ ରେ ଜନ୍ମ ଗ୍ରହଣ କରିଥିଲେ ହେ ଜିଲ୍ଲାର ଆଗୁଆ ନେତା ଭାବେ ରହି ଆସିଥିଲେ।ତାଙ୍କ ପର ଲୋକ ରେ ଶୋକ ର ଛାୟା ଖେଳିଯାଇଛି । ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

 

 

Related posts

କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ମହାସଭା ପକ୍ଷରୁ ସମ୍ବର୍ଦ୍ଧନା ସମାରୋହ

ଓଡିଶା ଯୋଜନା ଏବଂ ସମନ୍ଵୟ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ଙ୍କୁ ଖଡ଼ିଆଳ ଠାରେ ବିପୁଳ ସମ୍ବର୍ଦ୍ଧନା

Sunil Chandra Nayak

ନିର୍ଦ୍ଵନ୍ଦରେ କୁନି ସାହୁ ହେଲେ କର୍ଲାମୁଣ୍ଡା ବ୍ଲକ୍ ଅଧ୍ୟକ୍ଷା

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort