ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ମିଶନ ଶକ୍ତି ଗୃହ ଉଦଘାଟନ କଲେ ଧର୍ମଗଡ଼ ବିଧାୟକ

କୋକସରା,୧୯/୯- ,(ମ ନି ସ)  କୋକସରା ବ୍ଲକ ଅନ୍ତର୍ଗତ ଖୁଣ୍ଟିଆ ଗ୍ରାମ ପଞ୍ଚାୟତ ଠାରେ ସୋମବାର ନବ ନିର୍ମିତ ମିଶନ ଶକ୍ତି ଗୃହ ଶୁଭ ଉଦଘାଟନ ହୋଇଯାଇଛି। ଧର୍ମଗଡ଼ ବିଧାୟକ ମୌଷଧି ବାଗ ମୁଖ୍ଯ ଅତିଥି ଭାବରେ ଯୋଗଦେଇ ଏହି ନୂତନ ମିଶନ ଶକ୍ତି ଗୃହର ଶୁଭ ଉଦଘାଟନ କରିଛନ୍ତି। ମହିଳା ସଶକ୍ତିକରଣ ଦିଗରେ ଏହି ମିଶନ ଶକ୍ତି ଗୃହ ବହୁ ସହାୟକ ହେବ ବୋଲି ଉପସ୍ଥିତ ଅତିଥିମାନେ ମତ ରଖିଥିଲେ। ଏହି ଅବସରରେ କୋକସରା ବ୍ଲକ ଜୋନ୍-୨ ଜିଲ୍ଲା ପରିଷଦ ସଦସ୍ଯ ଶ୍ରୀ ତ୍ରିନାଥ ବାଗ, ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ବ୍ଲକ ବିଜେଡି ସଭାପତି ସୁଶାନ୍ତ କୁମାର ବେହେରା, ସ୍ଥାନୀୟ ସରପଞ୍ଚ ମାଧବୀ ଧରୁଆ ସମେତ ବହୁ ବୁଦ୍ଧିଜୀବୀ ଓ ଜନସାଧାରଣ ଉପସ୍ଥିତ ଥିଲେ।

Related posts

ବେଣୁଧର ସୂତାର ଙ୍କ କବିତା ମାଟିର ମହକ 

Sunil Chandra Nayak

ଗାର୍ଡ ୱାଲ୍ ଭାଙ୍ଗି ପଥର ଚୋରି ତଥା ଡ୍ୟାମ ନିକଟ ପାହାଡ଼ ରୁ ପଥର ଚୋରି ତଥାପି ମୁକ ସମସ୍ତ ବିଭାଗ

Sunil Chandra Nayak

କମ୍ବିଂ ବେଳେ ମାଓକ୍ୟାମ୍ପ ରୁ ପୋଲିସ ଜବତ କଲା ମାଓବାଦୀ ବ୍ୟବହୃତ ବିଭିନ୍ନ ମାଓ ସାମଗ୍ରୀ

Sunil Chandra Nayak

Leave a Comment

error: Content is protected !!