ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଡାବୁଗାଁ ବ୍ଲକ ପରିମଳ ମିଶନ ତରଫରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

ଡାବୁଗାଁ, ୨୮/୯ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧିନ ବଡଓଲମା ପଞ୍ଚାୟତ ସଦର ମହକୁମା ଠାରେ ଡାବୁଗାଁ ବ୍ଲକ ପରିମଳ ମିଶନ ତରଫରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ପରିସର ଓ ମୁଖ୍ୟ ରାସ୍ତା କଡ ଡ୍ରେନ ସଫା କରାଯାଇଥିଲା । ଏହି କାର୍ଯ୍ୟକ୍ରମ ର ମୂଳ ଲକ୍ଷ୍ୟ ପ୍ଲାଷ୍ଟିକ ବ୍ୟବହାର ରୋକିବା, ପାଇଖାନା ବ୍ୟବହାର କରିବା ନିଜ ସହ ନିଜ ପରିବେଶ କୁ ସ୍ୱଚ୍ଛତା ରଖିବା ନେଇ ଏକ ରାଲି କରାଯାଇଥିଲା । ଏହି କାର୍ଯ୍ୟକ୍ରମ ରେ ଡାବୁଗାଁ ବ୍ଲକ ରିସର୍ଚ୍ଚ କୋଡ଼ିନେଟର ମାନସ ମୁଖାର୍ଜୀ, ବଡଓଲମା ସରପଞ୍ଚ ବୁଦାଇ ଭତ୍ରା, ମାଷ୍ଟର ଟ୍ରେନର ଧନିରାମ ହରିଜନ, ଅଙ୍ଗନୱାଡି କର୍ମୀ ଓ ଗ୍ରାମବାସୀ ମାନେ ଉପସ୍ଥିତ ଥିଲେ ।

ପ୍ରଜ୍ଞା ରଞ୍ଜନ ପରିଡା, ଡାବୁଗାଁ

Related posts

ଜନ ବସତି ମୁହାଁ ଚାଷଜମି ରେ ଲାଗିଥିବା ନିଆଁ, ଅଗ୍ନିଶମ କର୍ମଚାରୀ ଙ୍କ ନିଆଁ ଳିଭାଇବାକୁ ଉଦ୍ୟମ

Sunil Chandra Nayak

ସାହିତ୍ୟ ଅଗଣା

Sunil Chandra Nayak

ଶ୍ରଦ୍ଧା ଶକ୍ତି ସେବା ସଙ୍ଗଠନ ର “ଅରୁଣ ବଞ୍ଚାଅ ଅଭିଯାନ” କାର୍ଯ୍ୟକ୍ରମ

Sunil Chandra Nayak

Leave a Comment

error: Content is protected !!