ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଡ଼ାବୁଗାଁ ବ୍ଲକ୍ ସ୍ତରୀୟ “ସି ଆର୍ ସି ସି” ସଂଘ ଗଠିତ

ଡାବୁଗାଁ, ୨୯/୯ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମା ସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ କାର୍ଯ୍ୟ|ଳୟ ସଭାଗୃହ ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରସନ୍ନ କୁମାର ଦଣ୍ଡସେନ ଙ୍କ ସଭାପତିତ୍ଵରେ ଏକ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ବ୍ଲକ୍ ସ୍ତରୀୟ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସଂଘ ଗଠନ କରାଯାଇଛି । ଏଥିରେ ସଭାପତି ଭାବେ ଗୁପ୍ତେ ପ୍ରସାଦ ନାଗ, ସମ୍ପାଦକ ହେମନ୍ତ କୁମାର ପଣ୍ଡା, ସହସମ୍ପାଦକ ଶ୍ରୀକାନ୍ତ ପଣ୍ଡା ଙ୍କୁ ମନୋନୀତ କରାଯାଇଥିଲା | ଏହି ବୈଠକରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଧନଞ୍ଜୟ ବଡ ଜେନା, ଧନଞ୍ଜୟ ବଡଜେନା, ପିଙ୍କିକୁମାରୀ ଗୁପ୍ତା, ଗୀତାଞ୍ଜଳି ବସ୍ତିଆ, ହେମେନ୍ଦ୍ର ନାଥ ବେହେରା ପ୍ରମୁଖ ଉପସ୍ଥିତ ଥିଲେ |

ପ୍ରଜ୍ଞା ରଞ୍ଜନ ପରିଡା, ଡାବୁଗାଁ

Related posts

ଫୁଣ୍ଡେଳପଡା ଠାରେ ଆମ ପୋଲିସ ସମିତି କାର୍ଯ୍ୟକ୍ରମ ଅନୁଷ୍ଠିତ

Sunil Chandra Nayak

ନଳିନୀ ପ୍ରଭା ମିଶ୍ର ଙ୍କ କବିତା ଶ୍ରାବଣୀ କନ୍ୟା

Sunil Chandra Nayak

ବିଳାସିନୀ ପୃଷ୍ଟି ଙ୍କ କବିତା ଜୟ ମା ଅମ୍ୱେ 

Sunil Chandra Nayak

Leave a Comment

error: Content is protected !!