ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଆମପାଣି ପଞ୍ଚାୟତରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ

କୋକସରା,୦୨/୧୦- ( ମ ନି ସ) ପବିତ୍ର ଗାନ୍ଧୀ ଜୟନ୍ତି ଅବସରରେ କୋକସରା ବ୍ଲକ ଆମପାଣି ପଞ୍ଚାୟତରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି।ଆମପାଣି ସରପଞ୍ଚ ରୁକ୍ମଣୀ ବାଣୁଆଙ୍କ ସଭାପତିତ୍ୱରେ ସମିତି ସଭ୍ୟା ନର୍ତ୍ତକୀ ଦଣ୍ଡସେନା, ନାଏବ ସରପଞ୍ଚ ଭବାନୀ ଶଙ୍କର ପୁରୋହିତ, ସରପଞ୍ଚ ପ୍ରତିନିଧି ମନୋରଞ୍ଜନ ବାଣୁଆ, ମହିଳା ସମାଜସେବୀ ତିଲୋତ୍ତମା ନାଏକ ସମେତ ୱାର୍ଡ ସଭ୍ୟ ସଭ୍ୟା, ପଞ୍ଚାୟତ ପିଇଓ, ଜି ଆର ଏସ , ଯୋଗାଣ ସହାୟକ ଉପସ୍ଥିତ ରହି ଗ୍ରାମସଭା ପୂର୍ବରୁ ଗାନ୍ଧି ଜୀ ଙ୍କ ଫୋଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ। ଏହି ଗ୍ରାମସଭାରେ ଆମପାଣି ପଞ୍ଚାୟତର ବିଭିନ୍ନ ଗ୍ରାମରୁ ଜବ କାର୍ଡ ହିତାଧିକାରି ଉପସ୍ଥିତ ରହିଥିଲେ ।

Related posts

ଆରଆରବି ପରୀକ୍ଷା ପାଇଁ ରେଳବାଇ ପକ୍ଷରୁ ୬ ଯୋଡ଼ା ସ୍ବତନ୍ତ୍ର ଟ୍ରେନର ବ୍ୟବସ୍ଥା

ଅବକାରୀ ବିଭାଗର ଚଢ଼ାଉ ,ବିପୁଳ ପରିମାଣ ର ଦେଶୀ ମଦ ଜବତ ସହ ଦୁଇ ଗିରଫ

Sunil Chandra Nayak

ମହାଭାରତ କଥା……..୮

Leave a Comment

error: Content is protected !!