ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଭେଜିଆ ଶିବ ମନ୍ଦିର ନିକଟରେ ଓଲଟିଲା ରୁନି ନାମକ ଯାତ୍ରୀ ବାହି ବସ,୪ରୁ ଅଧିକ ଆହତ

କାମାକ୍ଷାନଗର (ମ ନି ସ)୦୯/୧୦  ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ୧୪୯ନଂ ଜାତୀୟ ରାଜପଥ ଭେଜିଆ ଶିବ ମନ୍ଦିର ନିକଟରେ ଗତକାଲି ବିଳମ୍ବିତ ରାତ୍ରିରେ ଓଲଟିଛି ରୁନି ନାମକ ଯାତ୍ରୀବାହି ବସ୍ l ଏଥିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୪ ଜଣ ଆହତ ହୋଇଥିବା ବେଳେ,୬୦ଉର୍ଦ୍ଧ ଯାତ୍ରୀ ଅଳ୍ପକେ ବର୍ତ୍ତୀ ଯାଇଛନ୍ତି ।ଆହତ ମାନଙ୍କୁ ମଣ୍ଡାପାଳ ମେଡ଼ିକାଲରେ ଚିକତ୍ସା ପାଇଁ ଭର୍ତ୍ତି କରାଯାଇଛି ।ସୂଚନା ଅନୁସାରେ ବସ୍ ଟି ରାଉରକେଲା ରୁ ଯାଜପୁର ଆଡକୁ ଯାଉଥିବା ବେଳେ କୌଣସି କାରଣ ପାଇଁ ଭେଜିଆ ଶିବ ମନ୍ଦିରରେ ନିକଟରେ ରାସ୍ତା ତଳକୁ ଓଲଟି ପଡିଥିଲା ।ଘଟଣା ସ୍ଥଳରେ ମହାବିରୋଡ଼ ଫାଣ୍ଡି ଅଧିକାରୀ ପ୍ରଦୀପ ରଞ୍ଜନ ପାତ୍ର ପହଂଚି ଅଧିକ ତଦନ୍ତ ଜାରି ରଖିଛନ୍ତି ।

କାମାକ୍ଷାନଗରରୁ ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି; ଓଡ଼ିଶାର ୩ଟି ଆସନ ପାଇଁ ହେବ ମତଦାନ

ବସ୍ତରେନ ମାଉଲିଙ୍କ ଆଷାଢ କେନା ମଣ୍ଡେଇ ଯାତ୍ରା, ଲାଠିଯାତ୍ରା ଓ କଣ୍ଟା ଦୋଳିରେ ଝୁଲିଲେ କାଲିସି 

Sunil Chandra Nayak

ବିପଦ ସଙ୍କୁଳ ଅବସ୍ଥାରେ ବିଦ୍ୟୁତ ଟ୍ରାନ୍ସଫର୍ମର

Sunil Chandra Nayak

Leave a Comment

error: Content is protected !!