ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ରାଇରଙ୍ଗପୁର; ଚିକିତ୍ସାଧୀନ ଅବସ୍ଥାରେ କଏଦୀଙ୍କ ଦେହାନ୍ତ

ମୟୂରଭଞ୍ଜ -୧୨/୧୦/୨୨(ମସିହା) ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଉପକାରାଗାରରେ ସଜ୍ଜା କାଟୁଥିବା ଜନୈକ କଏଦୀଙ୍କ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ସୂଚନାଯୋଗ୍ୟ ବିଶୋଇ ଥାନା ଅନ୍ତର୍ଗତ କୁଆଝରୀ ଗ୍ରାମର ଚୈତନ୍ଯ ବେହେରା (୬୪) ଗତ ୨୦୧୭ ମସିହା ଡିସେମ୍ବର ମାସରେ ଏକ ଦୁଷ୍କର୍ମ ମାମଲାରେ ଗିରଫ ହୋଇଥିଲେ ।ତାଙ୍କୁ ୭ ବର୍ଷ ସଜ୍ଜା ହୋଇଥିଲା ।ଗତ କିଛିଦିନ ହେଲା  ରୋଗରେ ପିଡିତ ଥିଲେ । ତାଙ୍କୁ ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ।

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ 

Related posts

କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ର ଅଧିଷ୍ଠାତ୍ରୀ ଦେବୀ ମାଁ ଭଣ୍ଡାରଘରଣୀ ଙ୍କ ବାର୍ଷିକ ଦଶହରା ପର୍ବ ସମ୍ପର୍ଣ୍ଣ…

Sunil Chandra Nayak

କାମାକ୍ଷାନଗର ଆଦର୍ଶ ବିଦ୍ୟାଳୟରେ ବନମହୋତ୍ସବ ପାଳିତ

Sunil Chandra Nayak

ମୁଖ୍ୟମନ୍ତ୍ରୀ ଙ୍କ ଦ୍ଵାରା କିସ୍ କଳାହାଣ୍ଡି ଉଦ୍ଘାଟିତ

Sunil Chandra Nayak

Leave a Comment

error: Content is protected !!