ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଜୀସାର୍ଥକ ର ନୂଆ ଓଡିଆ ଚଳଚ୍ଚିତ୍ର “ଅଳ୍ପ ଦିନର‌ ଗଳ୍ପ ଆମର ” ଅଡିଓ ଲୋକାର୍ପିତ

ଜୀ ସାର୍ଥକ ରେ ଆସୁଛି ନୂଆ ଓଡ଼ିଆ ସିନେମା । ସିନେମାର ନାଁ ରହିଛି “ଅଳ୍ପ ଦିନର ଗଳ୍ପ। ଏଥିରେ ନବାଗତ ଜ୍ୟୋତି ଓ ସାୟଲ୍ ନଜର ଆସିଛନ୍ତି। ଟିନ ଏଜ୍ ପ୍ରେମ କାହାଣୀକୁ ନେଇ ସିନେମା ନିର୍ମାଣ ହୋଇଛି। ଭୁବନେଶ୍ୱରରେ ଏକ ତାରକା ହୋଟେଲରେ ସିନେମାର ଅଡିଓ ରିଲିଜ୍ ହୋଇଥିବା ବେଳେ ଅକ୍ଟୋବର ୧୬ ତାରିଖ ସନ୍ଧ୍ୟା ୬.୩୦ମିନିଟ୍ ରେ ସିନେମାଟି ଜୀ ସାର୍ଥକରେ ମୁକ୍ତିଲାଭ କରିବ ବୋଲି ଜୀସାର୍ଥକ ତରଫରୁ ସୂଚନା ଦିଆ ଯାଇଛି । 

ଅଜୟ ରାଉତ ପ୍ରଯୋଜିତ ଓ ଅଶୋକ ପତି ନିର୍ଦ୍ଦେଶିତ “ଅଳ୍ପ ଦିନର ଗଳ୍ପ” ସିନେମାର ଗୀତ ଗୁଡ଼ିକ ବେଶ ମନ ଛୁଆଁ ହୋଇଛି। ପୁଷ୍ପକ ପରିଡା ଗୀତ ଗୁଡ଼ିକ ରଚନା କରିଛନ୍ତି । ଆସାଦ ନିଜାମ୍ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି। ସତ୍ୟଜିତ, ଅସୀମା, କୁଲଦୀପ, ଆଶୁତୋଷ ପ୍ରମୁଖ କଣ୍ଠଦାନ କରିଛନ୍ତି । ସାୟାଲ ଓ ଜ୍ୟୋତି ପ୍ରଥମ ଥର ପାଇଁ ଜୀ ସାର୍ଥକ ବ୍ୟାନରରେ ଏକାଠି ନଜର ଆସିବେ । ମ୍ୟୁଜିକ ଭିଡିଓର ଲୋକପ୍ରିୟତା ପରେ ଜ୍ୟୋତିଙ୍କ ପାଇଁ ଏହା ପ୍ରଥମ ସିନେମା । ସାୟାଲ୍ ପାଇଁ ମଧ୍ୟ ଏହା ଜୀ ସାର୍ଥକରେ ସହ ପ୍ରଥମ ସିନେମା । 

ଟିନ୍ ଏଜ ବୟସରେ ସମସ୍ତେ ପ୍ରେମରେ ପଡ଼ନ୍ତି । ଜଣେ ଆଉ ଜଣକୁ ଭଲ ଲାଗନ୍ତି । ଠିକ୍ ସେମିତି ଏମାନେ ବି ଜଣେ ଆଉ ଜଣଙ୍କ ସଂସ୍ପର୍ଶରେ ଆସନ୍ତି ଆଉ ଏହି ଭିତରେ ଅନେକ ଘଟଣା ଦୁର୍ଘଟଣା ଘଟିଚାଲେ । ଦୁଇ ପ୍ରେମ ପକ୍ଷୀ ପ୍ରେମ ଆକାଶରେ ଉଡ଼ି ବୁଲୁଥିବା ବେଳେ ପ୍ରେମ ରାସ୍ତାରେ ଆଗକୁ ବଢିବା ପାଇଁ କଣ ସବୁ କରିବାକୁ ପଡେ ତାହା ସିନେମାରେ ଦେଖିବାକୁ ମିଳିଛି । ଭରଦ୍ୱାଜ ପଣ୍ଡା ଏମିତି ଏକ ଲଭ୍ ଷ୍ଟୋରୀକୁ ରଚନା କରିବା ସହ ବେଶ ଚମତ୍କାର ଭାବେ ଶବ୍ଦରେ ମଧ୍ୟ‌ ସଜାଇଛନ୍ତି । 

ଅକ୍ଟୋବର ୧୬ ତାରିଖ ସନ୍ଧ୍ୟା ୬ଟା ୩୦ମିନିଟ୍ ରେ ଜୀ ସାର୍ଥକରେ ଏହି ଫିଲ୍ମଟି ପ୍ରସାରଣ ହେବ । ପୂର୍ବରୁ ଅନେକ ସୁପର ହିଟ ଓଲିଉଡକୁ ଭେଟି ଦେଇଛି ଜୀ ସାର୍ଥକ। ବିଗତ କିଛି ବର୍ଷ ଧରି ଓଲିଉଡରେ ରାଜ କରୁଥିବା ଜୀ ସାର୍ଥକ ବ୍ୟାନରରେ ଏବେ ନବାଗତ ଜ୍ୟୋତି ଓ ସାୟଲଙ୍କୁ ନେଇ ଆସୁଥିବା ଏହି ସିନେମା ମଧ୍ୟ ସୁପରହିଟ ହେବ ବୋଲି ଦର୍ଶକ ଆଶା ବାନ୍ଧିଛନ୍ତି । ପୂର୍ବରୁ ଅର୍ଚ୍ଚିତା,ଶୀତଲ୍,ପୁନମ୍ ମଧ୍ୟ ଜୀସାର୍ଥକ ବ୍ୟାନରରେ ଚଳଚ୍ଚିତ୍ର କରିସାରିଛନ୍ତି।

ଅମୃତ ନନ୍ଦ ଙ୍କ ରିପୋର୍ଟ 

Related posts

ଉଠା ଜଳସେଚନ କେନାଲରୁ ବଳଦ ଉଦ୍ଧାର କଲେ ଦମକଳ କର୍ମଚାରୀ

Sunil Chandra Nayak

ନବରଙ୍ଗପୁର ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ମହୋତ୍ସବ ଉଦଯାପିତ

Sunil Chandra Nayak

ପ୍ରେମ, ବିବାହ ଓ ବିଛେଦକୁ ନେଇ ଆସୁଛି ‘ହାର୍ଟ ଲେସ୍‌’

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort