ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ନବରଙ୍ଗପୁର ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ନବରଙ୍ଗପୁର  – ନବରଙ୍ଗପୁର ଜିଲ୍ଲା ସଦର ମହକୁମାରେ ଜିଲ୍ଲାସ୍ତରୀୟ ୭୩ ତମ, ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର ଙ୍କ ଅଧକ୍ଷ୍ୟତାରେ ଜିଲ୍ଲା ପଞ୍ଚାୟତ ସାଧନା କେନ୍ଦ୍ର ସଭାଗୃହରେ ଆଜି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଜିଲ୍ଲାପାଳ ଡକ୍ଟର ମିଶ୍ର ଆଗାମୀ ୭୩ ତମ ଜିଲ୍ଲାସ୍ତରୀୟ ତଥା ବ୍ଲକ୍ ଏବଂ ପଞ୍ଚାୟତ ସ୍ତରରେ ସାଧାରଣତନ୍ତ୍ର ଦିବସ ସରକାରଙ୍କ ନିର୍ଦ୍ଦେଶ ମୁତାବକ କୋଭିଦ୍ ୧୯ ମାର୍ଗଦର୍ଶିକା ଅନୁଯାୟୀ ପାଳନ କରିବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ, କୋଭିଦ ନିୟମ ଅନୁଯାୟୀ ସମେସ୍ତେ ସଚେତନ ହୋଇ ଅନ୍ୟମାନଙ୍କୁ ସଚେତନ କରାଇବା ସହିତ ମୁହଁରେ ମାକସ୍ ପରିଧାନ , ସାମାଜିକ ଦୂରତା ଅବଲମ୍ବନ କରିବା ପାଇଁ ପରାମର୍ଶ ଦେଇଥିଲେ। ସୁଚନା ଓ ଲୋକସଂପର୍କ ଅଧିକାରୀ ହଳଧର ନୀଆଲ୍ ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିଲେ ଏବଂ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ପ୍ରସ୍ତୁତି ବୈଠକ ରେ ଆଲୋଚ୍ୟ ବିଷୟବସ୍ତୁ ପଠନ କରିଥିଲେ। ସାମ୍ପ୍ରତିକ ପରିସ୍ଥିତି ରେ କ ରୋନା ମହାମାରୀ ଦୃତଗତିରେ ବଢୁଥିବାରୁ ସରକାରଙ୍କର ନିର୍ଦେଶ ମୁତାବକ କରୋନ। କଟକଣା ମଧ୍ୟରେ ସୀମିତ ସରକାରୀ ଅଧିକାରୀ, କରୋ ନା ଯୋଦ୍ଧା ପୋଲିସ ପ୍ରଶାସନ ପ୍ରେସ ମିଡ଼ିଆ ଙ୍କୁ ନେଇ ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ସ୍ଥିରକରାଯାଇଛି। ଜାନୁଆରୀ ୨୬ ତାରିଖ ପ୍ରାତଃ ୪.୩୦ ମି ସମୟରେ ସହରରେ ଡାକବାଜି ଯନ୍ତ୍ର ଦ୍ବାରା ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ଦ୍ବାରା ରାମ ଧୁନ୍ ପରିବେଷଣ କରାଯିବ। ଜାତୀୟ ଦିବସ ପାଳନ ଅବସରରେ ସହରସ୍ଥିତ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ସକାଳ ୭ ଘଟିକା ସମୟରେ ପୁଷ୍ପ ମାଲ୍ୟ ଅର୍ପଣ କରାଯିବ। ସମସ୍ତ ସରକାରୀ ବେସରକାରୀ ଅନୁଷ୍ଠାନରେ ସାମାଜିକ ଦୂରତା ଅବଲମ୍ବନ କରି ଜାତୀୟ ପତାକା ଉତ୍ତୋଳନ ସମାରୋହ ଅନୁଷ୍ଠିତ ହେବ। ପୂର୍ବାହ୍ନ ୮.୩୦ ଘଟିକା ସମୟରେ ଦିବସର ମୁଖ୍ୟ ଅତିଥି ଙ୍କ ଦ୍ଵାରା ସ୍ଥାନୀୟ ଷ୍ଟାଡିୟମ୍ ଠାରେ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ ଓ ଅଭିବାଦନ ଗ୍ରହଣ କରାଯିବ। କେବଳ ପୋଲିସ ବାହିନୀ ପ୍ୟାରେଡ୍ ରେ ଉପସ୍ଥିତ ରହି ମୁଖ୍ୟ ଅତିଥି ଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରିବେ। ପ୍ୟାରେଡ୍, ରେ କୌଣସି ବିଦ୍ୟାଳୟ, ମହାବିଦ୍ୟାଳୟ ର ଛାତ୍ର ଛାତ୍ରୀ ଅଂଶ ଗ୍ରହଣ ନ କରିବା ପାଇଁ ସ୍ଥିର କରାଯାଇଛି। ସେପରି କରୋନା କଟକଣା ପାଇଁ କୌଣସି ପ୍ରତିଯୋଗିତା, ସାଂସ୍କୃତିକ କାର୍ଯ୍ୟକ୍ରମ ଶୋଭାଯାତ୍ରା ଆୟୋଜନ କରାଯିବ ନାହିଁ ବୋଲି ବୈଠକରେ ସ୍ତିରକରା ଯାଇଛି। ଜିଲ୍ଲା ସୁଚନା ଓ ଲୋକସଂପର୍କ ବିଭାଗ ଦ୍ବାରା ଆୟୋଜିତ ଏହି ପ୍ରସ୍ତୁତି ବୈଠକ ରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ର ଇ ତ, ଜିଲ୍ଲାମୁଖ୍ୟ ଚିକିତ୍ସା ଅଧିକାରୀ ଡକ୍ଟର କାଳୀ ପ୍ରସାଦ ବେହେରା, ଖଣ୍ଡିୟ ବନ ଅଧିକାରୀ ଜି. ଜଗଦିଶ ରାଓ, ଏସ. ଇ. ପୂର୍ତ୍ତ ବିଭାଗ ପ୍ରଫୁଲ୍ଲ କୁମାର ମିଶ୍ର, ଉପନିର୍ଦେଶକ ଉଦ୍ୟାନବିଭାଗ ଡକ୍ଟର ପ୍ରଦୋସ୍ କୁମାର ପଣ୍ଡା, ଜିଲ୍ଲା ମୁଖ୍ୟ କୃଷିଅଧି କାରୀ ଶୁଭେନ୍ଦୁ ନାୟକ,ଡିଏସପି,ଦିଆଇବି, ଯୁଗଳ କୁମାର ମଲ୍ଲିକ, ଜିଲ୍ଲା ମଙ୍ଗଳ ଅଧିକାରୀ ସ୍ମୁତି ରଞ୍ଜନ ସାମନ୍ତରାୟ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ଵର୍ଣ୍ଣ ଲତା ବିଶ୍ୱାସ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରେଶମ ଲାଲ୍ ନାଏକ, ଜିଲ୍ଲା କ୍ରୀଡ଼ା ଅଧିକାରୀ ମହେନ୍ଦ୍ର କୁମାର ସାହୁ, ସର୍ ଜେଣ୍ଠ ଅଫ୍ ପୋଲିସ ଏସ. ପ୍ରଧାନୀ, ବିଭିନ୍ନ ବିଭାଗୀୟ ଅଧିକାରୀ,ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗ ଦେଇଥିଲେ।ମଧୁସୂଦନ ସାହୁ ନବରଙ୍ଗପୁର

Related posts

ଦଶପୁର ଠାରେ ହନୁମାନ ଜୟନ୍ତୀ ପାଳିତ

Sunil Chandra Nayak

ପଂଚୟତରାଜ ଉଚ୍ଚ ବିଦ୍ୟାଳୟରେ ଶ୍ରଦ୍ଧାଞ୍ଜଳି ସଭା 

Sunil Chandra Nayak

ଜୟ କୁମାର ମିଶ୍ର ଙ୍କ କବିତା “କଳି ଯୁଗ କଂସ, କରେ ସର୍ଵନାଶ”

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort