ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତା ରେ ଜିଲାସ୍ତରୀୟ ନୋଡାଲ ବୈଠକ ଅନୁଷ୍ଠିତ

 

ନବରଙ୍ଗପୁର -ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ନୋଡାଲ ବୈଠକ ଜିଲ୍ଲାପାଳ ଙ୍କ ଅଶୋକ ମେହେଟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି । ଏହି ବୈଠକରେ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଥିଲେ। ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ଅଧୀନରେ ରେ ଥିବା ଜମି ଜମା ସଂକ୍ରାନ୍ତୀୟ ସମସ୍ୟା ର ସମାଧାନ ନିମନ୍ତେ ଜିଲ୍ଲାର ସମସ୍ତ ତହସିଲଦାର ମାନଙ୍କ ସହ ଆସନ୍ତା କାଲି ସୁଦ୍ଧା ଅଭାସି ମାଧ୍ୟମରେ ଆଲୋଚନା କରାଯାଇ ସମସ୍ୟା ର ସମାଧାନ ପାଇଁ ଅତିରିକ୍ତ ଜିଲ୍ଲାପାଳ ଙ୍କୁ ପରାମର୍ଶ ଦେଇଥିଲେ । ନବରଙ୍ଗପୁର ଜିଲ୍ଲା ଦେଇ ଯାଉଥିବା ଭାରତ ମାଳା ପ୍ରକଳ୍ପ ସକାଶେ ଜମି ଅଧିଗ୍ରହଣର ସମୀକ୍ଷା କରାଯାଇଥିଲା। ତତ ସହିତ ନବରଙ୍ଗପୁର ଜିଲ୍ଲାର ପ୍ରସ୍ତାବିତ ରେଳ ଲାଇନ ର ଭୁ-ଅଧିଗ୍ରହଣ ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା।

ଏହି ବୈଠକରେ ନୋଡାଲ ଅଧିକାରୀ, ପିଡି ଡିଆରଡିଏ , ରତ୍ନାକର ସାହୁ, ଅତିରିକ୍ତ ଜିଲ୍ଲାପାଳ, ଭାସ୍କର ରଇତ, ସମନ୍ୱିତ ଆଦିବାସି ଉନ୍ନୟନ ପ୍ରକଳ୍ପ ପ୍ରଶାସକ, ଅଭୀମନ୍ୟୁ ମାଝୀ,ଜିଲ୍ଲା ଜରୁରୀ କାଳୀନ ଅଧିକାରୀ, ମୌସୁମୀ ନାୟକ ଅତିରିକ୍ତ ପିଡ଼ି ଡ଼ି ଆର ଡ଼ି ଏ , ଦେବୀ ପ୍ରସାଦ ଟାଲି,ଜିଲ୍ଲା ନିୟୋଜନ ଅଧିକାରୀ, ତତ୍ତ୍ୱମସି ମହାପାତ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ, ସ୍ମୃତି ରଞ୍ଜନ ସାମନ୍ତରାୟ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ସୁଧାଂଶୁ ପାତ୍ର,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ସ୍ବର୍ଣ୍ଣଲତା ବିଶ୍ୱାସ, ଅଧୀକ୍ଷଣ ଯନ୍ତ୍ରୀ,ରାସ୍ତା ଓ ଗୃହ ନିର୍ମାଣ, ପ୍ରଫୁଲ୍ଲ କୁମାର ମିଶ୍ର, ସୁଦାମ ଚରଣ ମହାପାତ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ହଳଧର ନିହାଲ , ଜିଲ୍ଲା ଶିକ୍ଷା ଅଧିକାରୀ, ପ୍ରଦୀପ କୁମାର ନାଗ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଶୁଭେନ୍ଦୁ ନାୟକ, ଉପ ନିର୍ଦ୍ଦେଶକ, ଉଦ୍ୟାନ ବିଭାଗ ଡ଼ଃ ପ୍ରଦୋଷ ପଣ୍ଡା, ଜିଲ୍ଲା ମସ୍ୟ ଅଧିକାରୀ ଜି. ଜଗଦୀଶ ରାଓ ଏବଂ ପ୍ରକଳ୍ପ ନିର୍ଦ୍ଦେଶକ, ଜଳ ଛାୟା ପ୍ରକଳ୍ପ, ଲଷ୍ମୀଧର ଜେନା ପ୍ରମୁଖ ଯୋଗ ଦେଇଥିଲେ । ମଧୁସୂଦନ ସାହୁ ନବରଙ୍ଗପୁର

Related posts

କଳାହାଣ୍ଡି ଉତ୍ସବ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

Sunil Chandra Nayak

22ତମ ବିଦ୍ୟାଧର ସିଂହ ଆଣ୍ଡ ଅମିତ୍ ସିଂହ ମେମୋରିଆଲ ଟୁର୍ଣ୍ଣାମେଣ୍ଟ , ମନୋଜ ଇଲେଭେନ୍ ଜୟପୁରା କାଟେଣି ଚାମ୍ପିଅନ

Sunil Chandra Nayak

ରାୟଗଡା – ବିଜେପି ର ଧୂଆଁଧାର ପ୍ରଚାର ଓ ସାଧାରଣ ସଭା

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort