ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ସରସ୍ଵତୀ ଶିଶୁ ମନ୍ଦିର ରେ ଅଭିଭାବକ ସମ୍ମିଳନୀ

ଧର୍ମଗଡ:୨୩/୧୦/୨୦୨୨: ଧର୍ମଗଡ ସରସ୍ୱତୀ ଶିଶୁ ମନ୍ଦିର ଠାରେ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି । ପରିଚାଳନା କମିଟି ସଭାପତି ସୁନିଲ କୁମାର ପାତ୍ର ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ସମ୍ପାଦକ ସାଇ ଗୋପାଲ ସାହୁ, ଉପସଭାପତି ଲଳିତ ଠାକୁର , ସହ ସମ୍ପାଦକ ଉପେନ୍ଦ୍ର ନାଏକ,ପ୍ରଧାନ ଆଚାର୍ଯ୍ୟ ମନୋଜ କୁମାର ମୁଣ୍ଡ, ଲୋଚନ ନାଏକ ପ୍ରମୁଖ ଉପସ୍ଥିତ ଥିଲେ । କୋଭିଡ୍ ପରବର୍ତ୍ତି ସମୟ ରେ ବିଦ୍ୟାଳୟ ରେ ଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଏଠାରେ ଆଲୋଚନା କରାଯିବା ସହ ଏହାର ସମାଧାନ ପାଇଁ ଅଭିଭାବକ ମାନେ ନିଜ ନିଜ ର ମତାମତ ଦେଈ ଥିଲେ । ସହ ପ୍ରଧାନ ଆଚାର୍ଯ୍ୟ ନରେନ୍ଦ୍ର ପ୍ରଧାନୀ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଉପେନ୍ଦ୍ର ନାଏକ ଧନ୍ୟବାଦ ପ୍ରଦାନ କରିଥିଲେ ।

ଧର୍ମଗଡ ରୁ ବୈଦ୍ୟ ନାଥ ବେହେରା ଙ୍କ ରିପୋର୍ଟ୍ 

Related posts

ବାଲେଶ୍ବର – ବିଜେପିକୁ ଶକ୍ତ ଝଟକା, ଦଳ ପରିତ୍ୟାଗ କଲେ ତିନି ବରିଷ୍ଠ ବିଜେପି ନେତା 

Sunil Chandra Nayak

କବିତା ସାହୁ   ଙ୍କ କବିତା ପଣା ସଂକ୍ରାନ୍ତି

Sunil Chandra Nayak

ଉତ୍କଳ ଦିବସ ପାଳିତ

Sunil Chandra Nayak

Leave a Comment

error: Content is protected !!