ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

କାର୍ତ୍ତିକ ପୂର୍ଣ୍ଣିମା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଡାବୁଗାଁ, ୨୬/୧୦ (ମ॰ନି॰ସ॰)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମା ଜୟନ୍ତୀନଗର ସ୍ଥିତ ଶ୍ରୀ ରାଧାକୃଷ୍ଣ ମନ୍ଦିର ପ୍ରାଙ୍ଗଣରେ କାର୍ତ୍ତିକ ପୂର୍ଣ୍ଣିମା ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି | ଏହିରେ ମନ୍ଦିର ପରିଚାଳନା କମିଟି ସଭାପତି ବଲ୍ଲଭ ନାରାୟଣ ପାଣ୍ଡଙ୍କ ସଭାପତିତ୍ଵରେ ଚଳିତ ବର୍ଷ କିପରି ଶାନ୍ତି ଶୃଙ୍ଖଳାର ସହ କାର୍ତ୍ତିକ ପୂର୍ଣ୍ଣିମା ପାଳନ ହେବ ସେ ନେଇ ଆଲୋଚନା ହୋଇଥିଲା | ଏହି ବୈଠକରେ ସମ୍ପାଦକ ସିମାଞ୍ଚଳ ଦାସ, ସ୍ଥାନୀୟ ସରପଞ୍ଚ ରାମ କୁମାର ଗଣ୍ଡ, ଗଗନ ବିହାରୀ ମହାନ୍ତି, ସୁବାଷ ଚନ୍ଦ୍ର ପାଣିଗ୍ରାହୀ, ସୁଶାନ୍ତ କୁମାର ପଣ୍ଡା, ଦୀପକ ସ୍ଵାଇଁ, ମୁରଲୀଧର ଡାକୁଆ, ଶରତ ନାୟକ, ଗଣେଶ ଖୁଣ୍ଟିଆ, ମନମଥ ପଣ୍ଡା, ସୋମନାଥ ଜେନା, ନିରଞ୍ଜନ ରଥ ଓ ଅନ୍ୟମାନେ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ନୟନ ଖୁରା କୁ ପ୍ରଶାସନ କହିଲା ଚିକିତ୍ସା ପାଇଁ ସବୁ ସୁବିଧା କରିବ :   କିନ୍ତୁ ସେ ଆଚାର୍ଯ୍ୟ ହରିହର କର୍କଟ ଚିକିତ୍ସା କେନ୍ଦ୍ର ନିକଟସ୍ଥ ଧର୍ମଶାଳା ଗଛତଳେ

Sunil Chandra Nayak

ପବିତ୍ର ରଥଯାତ୍ରା ଅବସରରେ ଜଗତସିଂହପୁର ପ୍ରଧାନ ଡାକଘରେ ଜାରିହେଲା ବିଶେଷ ରଦ୍ଦକରଣ ଷ୍ଟାମ୍ପ

ସରସ୍ଵତୀ ହେଲେ ରାୟଗଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା

Sunil Chandra Nayak

Leave a Comment

error: Content is protected !!