ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଜନଜାତି ଛାତ୍ରଛାତ୍ରୀଙ୍କ ସହ ଦୀପାବଳି ପାଳିଲେ ଜିଲ୍ଲା ପରିଷଦ ସଭ୍ୟ

କୋକସରା,୨୬/୧୦-  (ମ ନି ସ) ସୋମବାର ହର୍ଷ ଓ ଉଲ୍ଲାସର ସହ ପାଳିତ ହୋଇଯାଇଛି ଆଲୋକର ପର୍ବ ଦୀପାବଳି l ଏହି ଅବସରରେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ଯୋନ ଜିଲ୍ଲା ପରିଷଦ ସଭ୍ୟ ଜିଲ୍ଲା ପରିଷଦ ହେମନ୍ତ ମାଝୀ ଆମପାଣି ଜନଜାତି ଆବାସିକ ବିଦ୍ୟାଳୟରେ ରହୁଥିବା ଅନ୍ତେବାସୀ ଛାତ୍ରଛାତ୍ରୀଙ୍କ ସହ ଦୀପାବଳି ଉତ୍ସଵ ପାଳନ କରିଛନ୍ତି। ସେ ନିଜେ ମଧ୍ୟ ଜଣେ ଆଦିବାସୀ ଯୁବକ ହୋଇଥିବା ବେଳେ ଭଲ ପାଠ ପଢି ଭଲ ମଣିଷ ହେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ ଓ ମିଷ୍ଟାନ୍ନ ବଣ୍ଟନ କରିଥିଲେ। ତାଙ୍କ ସହ କୋକସରା ବ୍ଲକ ଆତ୍ମା କମିଟିର ଅଧ୍ୟକ୍ଷ ଋତୁରାଜ ମାଝୀ, ସାମାଜିକ କର୍ମି ସୁରେଶ ସାହୁ, ବିନୋଦ ସିଂ, ତାପସ ରାୟ, ପୂର୍ଣ୍ଣଚନ୍ଦ୍ର ନାଏକ ଓ ତୁଲାରାମ ଗୋପାଳ ପ୍ରମୁଖ ଉପସ୍ଥିତ ରହିଥିଲେ।

Related posts

ମାଗଣା ଯୋଜନା ବନ୍ଦ ହୋଇପାରେ ? ରିଜର୍ଭ ବ୍ୟାଙ୍କ ପରେ ଅର୍ଥ ମନ୍ତ୍ରାଳୟ ଉଠାଇଲେ ମାଗଣା ଯୋଜନା ଉପରେ ପ୍ରଶ୍ନ

Sunil Chandra Nayak

ଭବାନୀପାଟଣା ରେ ଭାରତ ବନ୍ଦ ପାଳନ ପ୍ରଭାବଶାଳୀ

Sunil Chandra Nayak

କୃଷି ଅଧିକାରୀଙ୍କ କ୍ଷେତ୍ର ପରିଦର୍ଶନ

Sunil Chandra Nayak

Leave a Comment

error: Content is protected !!