ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଶ୍ରୀରାମ ଚରିତ ମାନସ ଓ ନବାହ୍ନ ପାରାୟଣ ଓ ପ୍ରବଚନ

ରାଉରକେଲା/ ସେକ୍ଟର ୧୯ ଏ ବ୍ଲକ ସ୍ଥିତ ଆଖଣ୍ଡଳମଣି ମନ୍ଦିର ପ୍ରାଙ୍ଗଣରେ ଥିବା ଶୃତି ଭବନ ଠାରେ ଶ୍ରୀରାମ ଚରିତ ମାନସ,ନବାହ୍ନ ପାରାୟଣ ଓ ପ୍ରବଚନ ଦୀର୍ଘ ୯ ଦିନଧରି ଚାଲିବା ପରେ ଶତାଧିକ ଭକ୍ତଙ୍କ ଉପସ୍ଥିତିରେ ଉଦଯାପିତ ହୋଇଯାଇଛି । ଶେଷରେ ସମସ୍ତ ଭକ୍ତ ସାମୁହିକ ଦୀପ ଜାଳି ପ୍ରଭୁ ଶ୍ରୀରାମ ଚନ୍ଦ୍ରଙ୍କ ଆରତୀ ବନ୍ଦନା କରିଥିଲେ । ସୂଚନା ଯୋଗ୍ୟ ଯେ କଥାବ୍ୟାସ ପଣ୍ଡିତ ଶ୍ରୀଧର ଦାସ ଏବଂ ମମତା ପଟ୍ଟନାୟକ ତଥା ଦିବ୍ୟଜୀବନ ସଂଘର ସ୍ବାମୀ ବ୍ରହ୍ମସାକ୍ଷାତକାରନନ୍ଦ ମହାରାଜ,ବ୍ରହ୍ମଚାରୀ ପ୍ରଣବ ଚୈତନ୍ୟ, ବ୍ରହ୍ମ ଚାରିଣୀ ସୁଷମା ତଥା ବହୁ ବିଶିଷ୍ଟ ବ୍ୟକ୍ତି ଏଥିରେ ଯୋଗଦାନ କରି ଶ୍ରଦ୍ଧାଳୁ ମାନଙ୍କୁ ରାମଚରିତ ମାନସ ଉପରେ ପ୍ରବଚନ, ଉତ୍ସାହ ଓ ପ୍ରେରଣା ଯୋଗାଇଥିଲେ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ 

Related posts

ଲଗାଣ ବର୍ଷାରେ ରାଜକୁମାରଙ୍କ ଘର ଭାଙ୍ଗିଲା,ଅଳ୍ପେକ ବର୍ତିଲେ ପରିବାର

Sunil Chandra Nayak

ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ଓ ଦଶମ ରେଜଲ୍ଟ : ଟର୍ମ-୨ ସହ ଫାଇନାଲ ପରୀକ୍ଷା ଫଳ ପ୍ରକାଶ

Sunil Chandra Nayak

ଜାତି ସମାଜର ମୁଖ୍ୟମାନଙ୍କୁ ସମ୍ମାନିତ କଲେ ଜିଲ୍ଲାପାଳ 

Sunil Chandra Nayak

Leave a Comment

error: Content is protected !!