ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବିଶ୍ୱ ମିତବ୍ୟୟୀତା ଦିବସ ଅବସରରେ ସଚେତନତା ରଥ ପରିକ୍ରମା

ଢେଙ୍କାନାଳ(ମସୀହା)୩୦/୧୦_ଢେଙ୍କାନାଳ ସଦର ମହକୁମାରେ ବିଶ୍ୱ ମିତବ୍ୟୟିତା ଦିବସ ପାଳନ ଅବସରରେ ରଥ ପରିକ୍ରମା ଆରମ୍ଭ କରିଛି । ଏହି ରଥକୁ ଜିଲ୍ଲାପାଳ ସରୋଜ କୁମାର ସେଠୀ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏଥିରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ତନ୍ମୟ କୁମାର ଦରୱାନ, ସ୍ୱଳ୍ପ ସଂଚୟ ଅଧିକାରୀ ସ୍ମୃତିରଞ୍ଜନ ମହାପାତ୍ର, ସ୍ୱଳ୍ପ ସଂଚୟ ତଥା ଆର୍ଥିକ ଅନ୍ତର୍ଭୁକ୍ତିକରଣ ଅଧିକାରୀ ଅଭିଲିପ୍ସା ବିଶ୍ୱାଳ, ସ୍ୱଳ୍ପ ସଂଚୟ ବିଭାଗର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ । ଭବିଷ୍ୟତ ପାଇଁ ଆର୍ଥିକ ସୁରକ୍ଷାର ବାର୍ତ୍ତା ବହନ କରି ସହର ମଧ୍ୟରେ ଏହି ସଚେତନତା ରଥ ପରିକ୍ରମାରେ ବିଭାଗର ସମସ୍ତ କର୍ମଚାରୀ, ପୋଷ୍ଟାଲ ଏଜେଣ୍ଟ ଶୋଭାଯାତ୍ରାରେ ସାମିିଲ ହୋଇଥିଲେ ।

ଢେଙ୍କାନାଳରୁ ନାୟକ ଅକ୍ଷୟ ରାଜହସ୍ତୀ ଙ୍କ ରିପୋର୍ଟ

Related posts

ନୂଆପଡା ଜିଲ୍ଲା କୁ ଦୁଇ ଦିନିଆ ଗସ୍ତରେ ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଅଶୀତ ତ୍ରିପାଠୀ 

ଖଡ଼ିଆଳ ଜନ ମଞ୍ଚ ପକ୍ଷରୁ ବେଞ୍ଚ ମାର୍କ ମୂଲ୍ୟ ବୃଦ୍ଧି ବିରୁଦ୍ଧ ରେ ପ୍ରତିବାଦ

Sunil Chandra Nayak

ଅପହରଣ କରି ଛାଡି ଦେଇଥିବା ଚାରି ବର୍ଷର ଝିଅ ଏବେ ଚର୍ଚ୍ଚାରେ

Sunil Chandra Nayak

Leave a Comment

error: Content is protected !!