ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ରିଷିଡା ଜେ.କେ.ଏଚ.ଏସ୍.ଏସ୍‌ରେ ମୋ ସ୍କୁଲ ଅଭିଯାନ ବୈଠକ

କର୍ଲାମୁଣ୍ଡା: କର୍ଲାମୁଣ୍ଡା ବ୍ଲକ ସର୍ବପୁରାତନ ଯୁକ୍ତ ଦୁଇ କଲେଜ ଜେ.କେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ମୋ ସ୍କୁଲ ଅଭିଯାନ ବୈଠକ ହୋଇଛି l ଏହି ବୈଠକରେ ଅଧ୍ୟକ୍ଷ ଦିଲୀପ କୁମାର ଦାଶ ସଭାପତିତ୍ଵ କରିଥିଲେ l ବି.ଆର.ସି.ସି ସହଦେବ ସୁନା ବୈଠକରେ ଯୋଗଦେଇ ମୋ ସ୍କୁଲ ଅଭିଯାନର ଉଦ୍ଦେଶ୍ୟ ଓ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ l ଏଥିରେ ସିଆରସିସି ଅନ୍ତର୍ଯ୍ୟାମୀ ମଲ୍ଲିକ, ଅବସରପ୍ରାପ୍ତ ଅଧ୍ୟକ୍ଷ ପି.ଏ.କେ ତ୍ରିପାଠୀ, ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା, ଅଧ୍ୟାପକ ହେମନ୍ତ ଚୌଧୁରୀ, କ୍ରୀଡା ଶିକ୍ଷକ ଲଳିତ ଦାସ, ପୁରାତନ ଛାତ୍ର ତଥା ବରିଷ୍ଠ ସାମ୍ବାଦିକ ନରୋତ୍ତମ ସେଲମା, ସତ୍ୟନାରାୟଣ କୁମାର, ପ୍ରଶାନ୍ତ ଜୈନ, ହରିଶ୍ଚନ୍ଦ୍ର ସାହୁ, ତ୍ରିଶଙ୍କ ରଣା ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ l

 କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ବିରଳ ଗ୍ରୁପର ରକ୍ତ ଯୋଗାଡ଼ କରି ଅସହାୟ ମହିଳାଙ୍କ ଜୀବନ ରକ୍ଷା କଲେ

Sunil Chandra Nayak

ବୁଲା କୁକୁରଙ୍କ ପ୍ରାଦୁର୍ଭାବ , କୁକୁର କାମୁଡାରେ ୩ ଆହତ

Sunil Chandra Nayak

ନିକୁଞ୍ଜ କୁମାର ଘୋଷ ଙ୍କ କବିତା ପାର୍ବଣେ ନବଦୁର୍ଗା 

Sunil Chandra Nayak

Leave a Comment

error: Content is protected !!