ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

୩୨ତମ ବୋଇତବନ୍ଦାଣ ଉତ୍ସବ ପାଇଁ ଆକର୍ଷଣ ହେବେ ହ୍ୟୁମାନ ସାଗର ଓ ଅସୀମା ପଣ୍ଡା

ରାଉରକେଲା/ ସେକ୍ଟର ୨ ସ୍ଥିତ ଉତ୍କଳ ସାଂସ୍କୃତିକ ପରିଷଦ ତରଫରୁ ୩୨ତମ ବୋଇତବନ୍ଦାଣ ଉତ୍ସବ ୨୦୨୨ପାଇଁ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଅଭୟ ମହାପାତ୍ରଙ୍କ ସଭାପତିତ୍ବ ଓ ସାଧାରଣ ସଂପାଦକ ଶଙ୍କର ଜେନା ଙ୍କ ଆବାହକତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ଅଧ୍ୟକ୍ଷ ସୁନିଲ୍ କୟାଲ, ଉପଦେଷ୍ଟା ଦେବେନ୍ଦ୍ର ନାଥ ସାମନ୍ତରାୟ,ନୀଳାମ୍ବର ପୁହାଣ,ରଶ୍ମିତ ସାହାଣୀ, ମୀନତି ଦେବତା, ବିଶ୍ବରଂଜନ ବେହୁରିଆ, ବିଜୟ ପ୍ରଧାନ,ଦିଲ୍ଲୀପ କର, ସନ୍ତୋଷ ସ୍ବାଇଁ, ଆଦିତ୍ଯ ବାରିକ,ବିରେନ୍ଦ୍ର ସ୍ବାଇଁ ପ୍ରମୁଖ ଉପସ୍ଥିତରହି ସାମ୍ବାଦିକମାନଙ୍କୁ ସୂଚନା ଦେଇ କହିଲେ ଯେ ଚଳିତ ବର୍ଷ ଆସନ୍ତା ନଭେମ୍ବର ୬ ଓ ୭ ତାରିଖ ଦୁଇଦିନ ଧରି ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ୬ତାରିଖ ଦିନ ଆରଏସପିର ଭାରପ୍ରାପ୍ତ ନିର୍ଦ୍ଦେଶକ ଅତନୁ ଭୌମିକ ଉଦଘାଟକ, ଢେଙ୍କନାଳ ବିଧାୟକ ସୁଧୀର ସାମଲ ମୁଖ୍ୟ ଅତିଥି,ରାଜ୍ୟ ଯୁବ କଲ୍ୟାଣ ପରିଷଦ ର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ କୁନ ବିହାରୀ ଦାସ ସ୍ବତନ୍ତ୍ର ନିମନ୍ତ୍ରୀତ ଅତିଥି, ଭୁବନେଶ୍ଵର (ଉତ୍ତର) ର ବିଧାୟକ ସୁଶାନ୍ତ ରାଉତ ଓ ଚ୍ୟାମ୍ବର ଅଫ୍ କମର୍ସର ସଭାପତି ସୁବ୍ରତ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଉଥିବା ବେଳେ ରଘୁନାଥପାଲୀ ବିଧାୟକ ସୁବ୍ରତ ତରାଇ ପୌରହିତ୍ୟ କରିବେ। ସାଂସ୍କୃତିକ କାର୍ଯ୍ୟକ୍ରମରେ ହ୍ୟୁମାନ୍ ସାଗରଙ୍କ ଟିମ୍ ସାଗର ସଂଗମ ମନୋରଞ୍ଜନ କାର୍ଯ୍ୟକ୍ରମ ପରିବେଷଣ କରିବେ। ସେହିପରି ୭ ତାରିଖ ଦିନ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ ଉଦଘାଟକ,ଓଡିଶା ରାଜ୍ୟ ପର୍ଯ୍ୟଟନ ଓ ଉନ୍ନୟନ ନିଗମ ର ଅଧ୍ୟକ୍ଷ ଡଃ ଲେଲିନ ମହାନ୍ତି ମୁଖ୍ୟ ଅତିଥି,ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ଡଃ ଶୁଭଙ୍କର ମହାପାତ୍ର ସ୍ବତନ୍ତ୍ର ନିମନ୍ତ୍ରୀତ ଅତିଥି, ରାଉରକେଲା ପୁର୍ତ୍ତବିଭାଗ ଅଧିକ୍ଷଣ ଯନ୍ତ୍ରୀ ଇଂ ମନୋଜ ମହାନନ୍ଦ ସମ୍ମାନିତ ଅତିଥି ଓ ବରିଷ୍ଠ ସାମ୍ବାଦିକ ତଥା ସ୍ତମ୍ଭକାର ଗୌତମବୁଦ୍ଧ ଦାଶ ମୁଖ୍ୟବକ୍ତା ଭାବେ ଯୋଗଦେଉଥିବା ବେଳେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅସୀମା ପଣ୍ଡାଙ୍କ ସାଇ ସଂଗମ ମନୋରଞ୍ଜନ କାର୍ଯ୍ୟକ୍ରମ ପରିବେଷଣ କରିବେ। ଏହି ଅବସରରେ ବିଭିନ୍ନ କର୍ମ କ୍ଷେତ୍ରରେ ପ୍ରତିବଦ୍ଧତା ଥିବା କିଛି ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯିବ । ଏହି କାର୍ଯ୍ୟକ୍ରମରେ ପରିଷଦର ସମସ୍ତ ସଭ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ । ଶେଷରେ ସଂପାଦକ ଶ୍ରୀ ଜେନା ଧନ୍ୟବାଦ ଅର୍ପଣ କରିଥିଲେ ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ 

Related posts

ଢେଙ୍କାନାଳ ସଚେତନ ନାଗରିକ ଫୋରମ ମହିଳା ଶାଖା ପକ୍ଷରୁ ମହାତ୍ମାଗାନ୍ଧୀ ତଥା ଲାଲ ବହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳନ

Sunil Chandra Nayak

ପନିପରିବା ଦର ଆକାଶଛୁଆଁ ,ଟମାଟୋ କିଲୋ ୧୦୦, ବାଇଗଣ ୫୦

Sunil Chandra Nayak

କବି ସୌରଭ ବୈଜୟନ୍ତୀ ମାଳା ମହାପାତ୍ର ଙ୍କ କବିତା ସକାଳ ଜଣାଣ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort