ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

କୋକସରାଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା/ ମ ନି ସ/ତା୨୧.୧୧.୨୦୨୨ /ଆଜି କୋକସରା ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସଚିନ ପାୱାର,ଉପ ଜିଲ୍ଲାପାଳ ଧର୍ମଗଡ ଶ୍ରୀ ବେଦ ଭୂଷଣ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିଜୟ କୁମାର ନନ୍ଦ, ବ୍ଲକ ଅଧ୍ୟକ୍ଷା ରିତା ଅଗ୍ରୱାଲ, ବି ଡି ଓ ଉତ୍ତମ ବାଗଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୧୬୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୪୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୩ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

Related posts

ସାହିତ୍ୟ ଅଗଣା

Sunil Chandra Nayak

ଅବିନାଶ ମହାପାତ୍ର ଙ୍କ କବିତା ସୁରା ର ପିଆଲା ସାଜି

Sunil Chandra Nayak

ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘର ଦାବିପତ୍ର ପ୍ରଦାନ

Sunil Chandra Nayak

Leave a Comment

error: Content is protected !!