ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

କେସିଙ୍ଗାରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

କେସିଙ୍ଗା ନାଗରିକ କମିଟି ତରଫରୁ ସ୍ଥାନୀୟ ଉଚ୍ଚ ବିଦ୍ୟାପୀଠ ପଡ଼ିଆରେ କୋଭିଡ୍ କଟକଣା ମଧ୍ୟରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କେସିଙ୍ଗା ତହସିଲଦାର ଜ୍ୟୋର୍ତିମୟ କର ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଉପସ୍ଥିତ ଜନତାଙ୍କୁ କୋଭିଡ୍ କଟକଣା ନିୟମକୁ କଡ଼ାକଡ଼ି ଭାବରେ ପାଳନ କରି ନିଜ ଜୀବନ ସୁରକ୍ଷିତ ରଖିବା ପାଇଁ ପରାମର୍ଶ ଦେଇଥିଲେ। ଅନ୍ୟତମ ଅତିଥି ଭାବେ ଆଇଆଇସି ସତ୍ୟ କୁମାର ଯୋଗ ଦେଇ ସାମ୍ବିଧାନିକ ବିଧି ବ୍ୟବସ୍ଥା ଉପରେ ବୁଝାଇଥିଲେ। ଶେଷରେ କେସିଙ୍ଗା ଏନ୍ ଏ ସି ତରଫରୁ ଉପସ୍ଥିତ ଜନସାଧାରଣଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା।

ଚନ୍ଦ୍ରମଣି ସ୍ବାଇଁ, କେସିଙ୍ଗା

Related posts

ଖଜୁରପଡା ରେ ଦିନ ଦ୍ବିପହରରେ ଡକାୟତି , ପୋଲିସ କୁ ଚାଲେଞ୍ଜ

Sunil Chandra Nayak

ଯୁବକର ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ଇମାନୁଏଲ ମିନିଷ୍ଟ୍ରି ରେ ତାଲୁକ୍ ଆଇନ ସେବା ସମିତି ପକ୍ଷରୁ ଶିଶୁ ଦିବସ ପାଳନ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort