ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ, ପୋଲିସର ତଦନ୍ତ ଜାରି

କୋକସରା,୮/୧୨/ କଳାହାଣ୍ଡି ଜିଲ୍ଲା ଜାତୀୟ ରାଜପଥ ୨୬ କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ଆମପାଣି ଘାଟି ଟିର୍ଲିଆମ ଛକ ନିକଟରେ ମଙ୍ଗଳବାର ରାତିରେ କୌଣସି ଏକ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ ହୋଇଥିବା ଜଣାପଡିଛି । ଖବର ପାଇ ଆମପାଣି ପୋଲିସ ବିଳମ୍ବିତ ରାତିରେ ଘଟଣା ସ୍ଥଳକୁ ଯାଇ ଶବକୁ ଉଦ୍ଧାର କରି ଶବ ବାହକ ଗାଡି ସହାୟତାରେ ବ୍ୟବଚ୍ଛେଦ ପାଇଁ କୋକସରା ହସ୍ପିଟାଲକୁ ପଠାଇ ତଦନ୍ତ ଜାରି ରଖିଥିଲେ। ତେବେ ଦୁର୍ଘଟଣାରେ ମୃତ ଯୁବକ ଆମପାଣି ପଞ୍ଚାୟତ ଟିର୍ଲିଆମ ଗ୍ରାମର ସଦା ମାଝୀ(୪୫) ବୋଳି ଜଣାପଡିଛି। ସେ ଜଣେ ମାନସିକ ବିକାର ଗ୍ରସ୍ତ ରହିଥିବା ପରିବାର ପକ୍ଷରୁ ସୁଚନା ମିଲିଛି। ଏନେଇ ପୋଲିସ ମୃତକଙ୍କ ପରିବାରଙ୍କ ଉପସ୍ଥିତିରେ ଶବ ବ୍ୟବଚ୍ଛେଦ ପରେ ପୁଲିସ ପରିବାରକୁ ହସ୍ତାନ୍ତର କରିଛି । ଏନେଇ ଆମପାଣି ଥାନାରେ ଦୁର୍ଘଟଣା ଜନିତ ମାମଲା ୧୨୦/୨୨ ରୁଜୁକରି ତଦନ୍ତ ଜାରି ରହିଥିବା ନେଇ ତଦନ୍ତକାରୀ ପୋଲିସ ଅଧିକାରୀ ରାଜେଶ ପରିଡା ସୁଚନା ଦେଇଛନ୍ତି। ଅନ୍ୟପଟେ ଖବର ପାଇ ଆମପାଣି ସରପଞ୍ଚଙ୍କ ପ୍ରତିନିଧି ମନୋରଞ୍ଜନ ବାଣୁଆ ହସ୍ପିଟାଲରେ ପହଞ୍ଚି ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ହରିଶ୍ଚନ୍ଦ୍ର ସହାୟତା ପ୍ରଦାନ କରିବା ଓ ଅଜଣା ଗାଡି ଦୁର୍ଘଟଣାରେ ମୃତ୍ୟୁ ହେଲେ ସରକାରୀ କ୍ଷତିପୂରଣ ସହାୟତା ପାଇଁ ଆବଶ୍ୟକ ପଦକ୍ଷେପ ନେବେ ବୋଳି କହିଛନ୍ତି।

ମସିହା ନିଉଜ ସର୍ଭିସ୍ 

Related posts

ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶିବ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ

Sunil Chandra Nayak

ଅନ୍ତରୀକ୍ଷ” ଚାରିଟେବୁଲ ଟ୍ରଷ୍ଟ ର ରାଜ୍ୟସ୍ତରୀୟ ବାର୍ଷିକ ଉତ୍ସବ, “ସପ୍ତପର୍ଣ୍ଣୀ” ପୁସ୍ତକ ଲୋକାର୍ପଣ

Sunil Chandra Nayak

ବିଷ ପିଇ ବିବାହିତା ମହିଳା ଙ୍କ ଆତ୍ମହତ୍ୟା

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort