ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

ନୂଆପଡା, ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ସମ୍ମିଲନି କକ୍ଷରେ ଜିଲ୍ଲା ସ୍ତରୀୟ ଅଭିଯୋଗ ସୁନାନୀ ଶିବିର ନୂଆପଡା ଜିଲ୍ଲାପାଳ ହେମକାନ୍ତ ସାଏଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା । ଏଥିରେ ୩୮ ଗୋଟି ଅଭିଯୋଗ ଗ୍ରହଣ କରାଯାଇ ଥିବା ବେଳେ ୧୩ ଗୋଟି ଗୋଷ୍ଟି ଅଭିଯୋଗ ୨୫ ଗୋଟି ବ୍ୟକ୍ତିଗତ ଅଭିଯୋଗ ଗ୍ରହଣ ତାହାର ତୁରନ୍ତ ସମାଧାନ ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ଉପ ଜିଲ୍ଲାପାଳ ରାମ ଚନ୍ଦ୍ର ଖାଡ଼ିଆ, ଏସ୍ପି ପ୍ରତ୍ୟୁଷ ଦିବାକର, ପିଡି ଡି ଆର ଡି ଏ ମଧୁଛନ୍ଦା ସାହୁ,  ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଥିବାବେଳେ ଖଡ଼ିଆଳ ତହସିଲଦାର ସିନ୍ଧୁ ସୁତା ପାତ୍ର, ଏନ ଏ ସି ନିର୍ବାହି ଅଧିକାରୀ ଚିନ୍ମୟ ଆଚାର୍ଯ୍ୟ, ଅବକାରୀ ଉପ ନିରୀକ୍ଷକ ଡମ୍ବରୁଧର ହରିଜନ ସମେତ ସମସ୍ତ ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ରହି ସମସ୍ତ ସମସ୍ୟାର ତୁରନ୍ତ ପଦକ୍ଷେପ ନେବାକୁ ସମ୍ମତି ପ୍ରକାଶ କରିଥିଲେ । 

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ଜୟ କୁମାର ମିଶ୍ର ଙ୍କ କବିତା ପ୍ରେମ ବେପାର

Sunil Chandra Nayak

ଉପେନ୍ଦ୍ର କୁମାର ବସ୍ତିଆ ଙ୍କ କବିତା ଭିନ୍ନ ଏକ ରଜ

Sunil Chandra Nayak

ମା’କୀଚକେଶ୍ବରୀ ମନ୍ଦିର,ବହଳଦାରେ ରାଷ୍ଟ୍ରପତି ପ୍ରାର୍ଥୀନୀ ଦ୍ରୌପଦୀ ମୁର୍ମୁ ଙ୍କ ବିଜୟ ପାଇଁ ପୂଜାର୍ଚ୍ଚନା

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort