ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଖଡ଼ିଆଳ ଓ ସିନାପାଲି ରେ ବିଜେଡ଼ି ର  ମିଶ୍ରଣ ପର୍ବ

ନୂଆପଡା ଜିଲ୍ଲା ଖଡିଆଳ ବ୍ଲକ ଜିଲ୍ଲାପରିଷଦ ଜୋନ- ୫ ଅନ୍ତର୍ଗତ ସୁନାରି ସିକୁଆଁ ଗାଁଠାରେ ବିଜେଡ଼ିର ମିଶ୍ରଣ ପର୍ବ ଅନୁଷ୍ଠିତ । ଏଥିରେ କିରକିତା ଗ୍ରାମପଞ୍ଚାୟତର ଯୁବ ନେତା ରୋହିତ ଦାସ ଓ ତାଙ୍କ ସମର୍ଥମାନେ କଂଗ୍ରେସ ଦଳ ଛାଡ଼ି ବିଜେଡିରେ ଯୋଗଦାନ କରିଛନ୍ତି । ଜିଲ୍ଲା ବିଜେଡ଼ି ସଭାପତି ମନୋଜ କୁମାର ମିଶ୍ର, ବିଜେଡି ସାଧାରଣ ସମ୍ପାଦକ ଲମ୍ବୋଦର ନିଆଲଙ୍କ ଉପସ୍ଥିତିରେ ମୁଖ୍ୟ ମନ୍ତ୍ରିଙ୍କ ନୀତି, ଆଦର୍ଶ ଓ ବିକାଶ ମୂଳକ କାର୍ଯ୍ୟ ଧାରାରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗଦାନ କରିଛନ୍ତି

ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଆଜି ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଗୋଡାଲ ଗାଁଠାରେ ବିଜେଡ଼ିର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂହଦେଓ, ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ, ବିଜେଡି ଜିଲ୍ଲା ସଭାପତି ମନୋଜ କୁମାର ମିଶ୍ର, ଜିଲ୍ଲା ସାଧାରଣ ସମ୍ପାଦକ ଲମ୍ବୋଦର ନିଆଲଙ୍କ ସମେତ ଶହ ଶହ ବିଜେଡି କର୍ମୀ ଯୋଗଦେଇଥିଲେ । ଏହି ଅବସରରେ ମଣ୍ଡୋସିଲ ଗ୍ରାମ ପଞ୍ଚାୟତର ସରପଞ୍ଚ ରାଧେଶ୍ୟାମ ରଣା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି, ଆଦର୍ଶ ଓ ବିକାଶମୂଳକ କାର୍ଯ୍ୟଧାରାରେ ଅନୁପ୍ରାଣିତ ହୋଇ ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡିରେ ଯୋଗଦେଲେ । ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ରେ ଜିଲ୍ଲାର ମୋଟ ୧୪ ଟି ଜିଲ୍ଲାପରିଷଦ ଆସନରେ ବିଜେଡ଼ି ବିଜୟୀ ହେବା ନେଇ ରଣନୀତି ପ୍ରସ୍ତୁତ ଆରମ୍ଭ ହୋଇଛି । ନୂଆପଡା ରୁ ସୁଜିତ କୁମାର ପ୍ରଧାନଙ୍କ ରିପୋର୍ଟ

Related posts

ନବରଙ୍ଗପୁର ବିଧାୟକଙ୍କ ବିଭିନ୍ନ କାର୍ଜ୍ୟକ୍ରମ ରେ ଯୋଗଦାନ୍

Sunil Chandra Nayak

ପ୍ରଶାନ୍ତ କୁମାର ନାଥ ଙ୍କ କବିତା ଅଭିମାନିନୀ ଶ୍ରାବଣୀ

Sunil Chandra Nayak

ରାଇକିଆ ବ୍ଲକର କରଡ଼ା ରଣବା ଇନ୍ଦ୍ରଗଡ଼ ଦୁର୍ଗମ ଅଞ୍ଚଳ ଗସ୍ତ କରି ଲୋକଙ୍କର ସମସ୍ୟା ବୁଝିଲେ ଜିଲ୍ଲାପାଳ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort