ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଜାତୀୟ ଗଣିତ ଦିବସ

ନର୍ଲା (ମନିସ) ନର୍ଲା ବ୍ଲକ ଅନ୍ତର୍ଗତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ଠାରେ ଜାତୀୟ ଗଣିତ ଦିବସ ପାଳନ ହୋଇ ଯାଇଛି l ମୁଖ୍ୟ ଅତିଥି ଭାବରେ ବିସ୍ମିଲା ଖାନ ଯୁବ ସମ୍ମାନ ପ୍ରାପ୍ତ ତଥା ମାଣ୍ଡେଲ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଶ୍ରୀ ସର୍ବେଶ୍ୱର ଭୋଇ ଯୋଗ ଦେଇ ରାମାନୁଜମଙ୍କ ଜୀବନୀ ଉପରେ ଶିଶୁଙ୍କୁ ମାର୍ଗ ଦର୍ଶନ କରିଥିଲେ l ପ୍ରଧାନ ଆଚାର୍ଯ୍ୟ ଶ୍ରୀ ହେମନ୍ତ କୁମାର ଭୋଇ ଅତିଥିଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ଗୁରୁଜୀ ପବିତ୍ର ମୋହନ ଛୁରିଆ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଶିଶୁ ଭାଇ ଭଉଣୀଙ୍କୁ ମୁଖ୍ୟ ଅତିଥି ପୁରସ୍କାର ଓ ମାନପତ୍ର ପ୍ରଦାନ କରି ଉତ୍ସାହିତ କରିଥିଲେ। 

ପ୍ରଦୀପ କୁମାର ଗଉଡ ନର୍ଲା ମସୀହା ପ୍ରତିନିଧି

Related posts

ରାୟଗଡ଼ା ଜିଲ୍ଲାରେ ବ୍ଲକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

Sunil Chandra Nayak

ପରିବହନ ଯୁଗ୍ମ ସମନ୍ଵୟ କମିଟି ପକ୍ଷରୁ ସାଂସଦ ଦିଲ୍ଲୀପ ରାୟଙ୍କୁ ଭେଟିବା ସହିତ ସମସ୍ଯା ନେଇ ଆଲୋଚନା

କାଳବୈଶାଖୀ ବର୍ଷାରେ ଭିଜିଲା ମକା,ଚିନ୍ତାରେ ଚାଷୀ 

masiha

Leave a Comment

error: Content is protected !!