ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ପୁରୁଷ ବିଶ୍ଵକପ ହକି ଅୟୋଜନ ପାଇଁ ସର୍ବାଦଳୀୟ ବୈଠକ

ଲଗାତର ୨ୟ ଥର ବିଶ୍ବକପର ଆୟୋଜନ ସାରା ବିଶ୍ବରେ ଓଡ଼ିଶାର ପ୍ରତିଷ୍ଠା ବଢ଼ାଇଛି ବୋଲି ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦଙ୍କ ମତ….

ପୁରୁଷ ହକି ବିଶ୍ବକପ ୨୦୨୩ର ଆୟୋଜନ ଏବଂ ବିଭିନ୍ନ କାର୍ଯ୍ୟକ୍ରମର ସୁପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅଧ୍ୟକ୍ଷତା କରି ଓଡ଼ିଶାରେ କ୍ରୀଡ଼ା ମହୋତ୍ସବର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସବୁ ରାଜନୈତିକ ଦଳର ସହଯୋଗ କାମନା କରିଛନ୍ତି।

ଏଥିସହ ହକି ବିଶ୍ବକପ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଆମନ୍ତ୍ରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ହକି ବିଶ୍ବକପ ପ୍ରସ୍ତୁତିରେ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଭାରତ ସରକାର ତଥା ବିଶେଷ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ବୈଠକରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଭଳି ଆୟୋଜନ ପାଇଁ ରାଜ୍ୟ ସରକାରଙ୍କ ପ୍ରଶଂସା କରିଛନ୍ତି। କ୍ରମାଗତ ୨ଥର ବିଶ୍ବକପ ହକି ଆୟୋଜନ ପରି ବିରଳ ଘଟଣାକୁ ପାଠ୍ୟକ୍ରମରେ ସ୍ଥାନ ଦେବା ସହ ସହରର ସ୍ବଚ୍ଛତା ପାଇଁ ନାଗରିକଙ୍କୁ ସାମିଲ କରିବା ସହ ରାଉରକେଲା-ଭୁବନେଶ୍ବର ରେଳପଥକୁ ହକି ପାଇଁ ବ୍ରାଣ୍ଡିଂ କରିବାକୁ ମତ ଦେଇଛନ୍ତି।

ଲଗାତର ୨ୟ ଥର ବିଶ୍ବକପର ଆୟୋଜନ ସାରା ବିଶ୍ବରେ ଓଡ଼ିଶାର ପ୍ରତିଷ୍ଠା ବଢ଼ାଇଛି ବୋଲି ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ମତ ଦେଇ କ୍ରୀଡ଼ା ଉନ୍ନତିରେ ସରକାରଙ୍କ ଉଦ୍ୟମ ପାଇଁ ସାଧୁବାଦ ଜଣାଇଛନ୍ତି। ବିଶ୍ଵକପ ଆୟୋଜନରେ କେବଳ ଓଡ଼ିଶାର ନୁହେଁ ସାରା ଦେଶର ସମ୍ମାନ ଜଡ଼ିତ ଥିବାରୁ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଛନ୍ତି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଆଜି ଓଡିଶାରେ ଚାଲିଛି ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍, ହାୱଡାରୁ ଭୁବନେଶ୍ୱର ଅଭିମୁଖେ ବାହାରିଲା ଟ୍ରେନ୍

Sunil Chandra Nayak

ଦେଶରେ ପ୍ରଥମ ଥର ହେଲା ଜଳସ୍ରୋତର ଗଣନା । ଓଡିଶାରେ ଅଛି ୧.୮୧ ଲକ୍ଷ ଜଳସ୍ରୋତ

Sunil Chandra Nayak

ବଦଳିଲା ସ୍କୁଲ୍‌ ୟୁନିଫର୍ମ… ନବମ-ଦଶମରେ ଚେକ୍‌ ସାର୍ଟ ଓ ଫୁଲ୍‌ ପ୍ୟାଣ୍ଟ୍‌ ପିନ୍ଧିବେ ଛାତ୍ରଛାତ୍ରୀ।ପୋଷାକରେ ରହିବ ‘ଆମେ ଗଢ଼ିବୁ ନୂଆ ଓଡ଼ିଶା’ ଲୋଗୋ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort