ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପଂଚାୟତ ସରକାରୀ ହାଇସ୍କୁଲ ରେ ଜାତୀୟ ଗଣିତ ଦିବସ ପାଳିତ

କାମାକ୍ଷାନଗର (ମ ନି ସ)୨୩/୧୨ ଗତ କାଲି ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଜାତୀୟ ଗଣିତ ଦିବସ ପାଳିତ ହୋଇ ଯାଇଅଛି।ଏଥିରେ ଛାତ୍ର ଛାତ୍ରୀ ମାନେ ବକ୍ତୃତା ଡ୍ଡରଇଂ ଓ ଗଣିତ ପ୍ରକଳ୍ପ ଓ ପ୍ରବନ୍ଧ ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରିଥିଲେ।କୃତି ପ୍ରତିଯୋଗୀ ମାନଙ୍କୁ ସଭାରେ ପ୍ରଧାନ ଶିକ୍ଷକ ପୁରସ୍କାର ପ୍ରଦାନ କରିଥିଲେ।ସୌଭାଗ୍ୟ କୁମାର ନନ୍ଦ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।ସମସ୍ତ ଶିକ୍ଷକ ଶିକ୍ଷିକା କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ। ଶ୍ରୀନିବାସ ରାମାନୁଜ ଙ୍କ ଜୀବନୀ ଓ ଗଣିତ ଶାସ୍ତ୍ରକୁ ଅବଦାନ ସଂପର୍କରେ ଛାତ୍ର ଛାତ୍ରୀ ଓ ଶିକ୍ଷକ ମାନେ ଆଲୋଚନା କରିଥିଲେ ପରିଶେଷରେ ଚକୋଲେଟ ବଣ୍ଟନ କରାଯାଇଥିଲା! ଗଗନ ବିହାରୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

କାମାକ୍ଷାନଗରରୁ ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

କାମାକ୍ଷାନଗର ମହାବିଦ୍ୟାଳୟର ଜାତୀୟ ସେବା ପକ୍ଷରୁ ‘ମେରା ମାଟି ମେରା ଦେଶ’ ଅମୃତ ମହୋତ୍ସବ ପାଳିତ । ଅବସର ସୈନିକ ଓ ସ୍ଵାଧୀନତା ସଂଗ୍ରାମୀ ପରିବାରଙ୍କୁ ସମ୍ମାନୀତ

masiha

କୁମଝର ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ ତାଲା ଠୂକିଲେ ଗ୍ରାମ ବାସୀ     

Sunil Chandra Nayak

ଆଇନ ସଚେତନତା କାର୍ଯ୍ୟକ୍ରମ 

masiha

Leave a Comment

error: Content is protected !!