ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଅଧମୁଣ୍ଡା ର ଯୁବକ ବିଦ୍ୟୁତ୍ ଟ୍ରାନସଫର୍ମର  ରେ ଲାଗି ମୃତ୍ୟୁବରଣ କରିଥିବା ଘଟଣା ରେ ଜାତୀୟ ମାନବାଧିକାର କମିଶନ ଙ୍କ ନୋଟିସ୍ ଜାରୀ

 ଭବାନୀପାଟଣା //  ଅଧମୁଣ୍ଡା ଗାଁ ରେ ବିଦ୍ୟୁତ୍ ଟ୍ରାନସଫର୍ମର  ରେ ଲାଗି ଲକ୍ଷ୍ମଣ ଗଉଡ ନାମକ ଯୁବକ ମୃତ୍ୟୁବରଣ କରିଥିବା ଘଟଣା ରେ ଜାତୀୟ ମାନବାଧିକାର କମିଶନ କଳାହାଣ୍ଡି ଜିଲ୍ଲାର ଜିଲ୍ଲାପାଳ, ଏସ୍ ପି ଏବଂ ୱେସକୋ/ ଟାଟା ପାୱାର କୁ ନୋଟିସ ଜାରି କରି ୪ ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତାସହିତ ମୁଖ୍ୟ ଶାସନ ସଚିବ ଓ ପୋଲିସ ଡିଜି ଙ୍କୁ ମଧ୍ଯ ନୋଟିସ କରି ନିର୍ଦ୍ଦେଶ ଦେଇଛନ୍ତି ଯେ ଜିଲ୍ଲାପାଳ ଓ ଏସପି ଙ୍କ ରିପୋର୍ଟ  ଯେପରି ଠିକ୍ ସମୟରେ ଦାଖଲ ହେବ ତାହା ସେ ନିଶ୍ଚିତ କରିବେ ବୋଲି ବିଶ୍ବସ୍ତ ସୂତ୍ରରୁ ପ୍ରକାଶ।

ମସିହା ନିଉଜ ସର୍ଭିସ୍ 

Related posts

ବିଶିଷ୍ଟ ସମାଜସେବୀ ଗୟାଧର ନାଏକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

Sunil Chandra Nayak

ଅଜଣା ଗାଡ଼ି ଧକ୍କାରେ ତିନି ବାଇକ୍ ଆରୋହୀଙ୍କ ମୃତ୍ୟୁ ର ପରିଚୟ ମିଳିଲା 

ଆନ୍ତର୍ଜାତିକ କ୍ରୀଡ଼ାବିତ୍ ସୁଶିଲ ଦାସଙ୍କ ପରଲୋକ

Sunil Chandra Nayak

Leave a Comment

error: Content is protected !!