ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନୂଆପଡା ଜିଲ୍ଲାରେ ନୂତନ ଏସପି ହେଲେ ରାଘବେନ୍ଦ୍ର ଗୁଣ୍ଡଲା ରେଡି 

ନୂଆପଡା, ନୂଆପଡା ଜିଲ୍ଲାରେ ନୂତନ ଭାବେ ଜିଲ୍ଲା ଆରକ୍ଷୀ ଅଧ୍ୟକ୍ଷକ ଭାବରେ ରାଘବେନ୍ଦ୍ର ଗୁଣ୍ଡଲା ରେଡିଙ୍କୁ ବଦଳି ହୋଇଥିବା ବେଳେ ସେ ଏହା ପୂର୍ବରୁ ବାଲିଗୁଡା ଏସ୍ଡିପିଓ ଭାବରେ କାର୍ଯ୍ୟରତ ଥିଲେ।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ଜାତିସଂଘ ଶିକ୍ଷା,ବିଜ୍ଞାନ ଓ ସାଂସ୍କୃତିକ ସଙ୍ଗଠନ(ୟୁନେସ୍କୋ) ଆସୋସିଏସନ୍ ଗୌହାଟୀ ଓଡ଼ିଶା ଶାଖା ପକ୍ଷରୁ ପ୍ରଥମ ବାର୍ଷିକ ଅଧିବେଶନ ତଥା ବର୍ଣ୍ଣାଢ଼୍ୟ ଉତ୍ସବ -୨୦୨୬ ମହାସମାରୋହରେ ଅନୁଷ୍ଠିତ 

Sunil Chandra Nayak

ଢେ଼ଙ୍କାନାଳ ଜିଲ୍ଲା କମଳାଙ୍ଗ ଠାରେ ମାଲ୍ ବୋଝେଇ ଟ୍ରେନ ଲାଇନଚ୍ୟୁତ

masiha

ନୂତନ ସାମାଜିକ ସୁରକ୍ଷା ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ

masiha

Leave a Comment

error: Content is protected !!