ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନୂଆପଡା ଜିଲ୍ଲା ମିନିଷ୍ଟାଡିୟମ ଠାରେ ବିଶ୍ଵ ହକି ପାଇଁ ମିନି ମାରାଥନ ଦୌଡ଼

ନୂଆପଡା //, ନୂଆପଡା ଜିଲ୍ଲା ପ୍ରଶାସନ ପକ୍ଷରୁ ମିନି ମାରାଥନ ଦୌଡ଼ ଅନୁଷ୍ଠିତ ହୋଇଯାଇଅଛି। ଏହି ମିନି ମାରାଥନ ଦୌଡ଼ ରେ ମୁଖ୍ୟ ଅତିଥି ରୂପେ ଓଡିଶା ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ଯୋଗ ଦେଇ ମାରାଥନ ଦୌଡ଼କୁ ଉଦଘାଟନ କରିଥିଲେ। ଅତିଥି ରୂପେ କଳାହାଣ୍ଡି ସାଂସଦ ବସନ୍ତ କୁମାର ପଣ୍ଡା ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଅଗସ୍ତି ପ୍ରଧାନ, ଜିଲ୍ଲା ପ୍ରକଳ୍ପ ନିର୍ବାହୀ ଅଧିକାରୀ ମଧୁଛନ୍ଦା ସାହୁ, ଉପ-ଜିଲ୍ଲାପାଳ, ଜିଲ୍ଲା କ୍ରୀଡା ଅଧିକାରୀ ଅକ୍ଷୟ ପଟ୍ଟନାୟକ, ବଲାଙ୍ଗୀର ଜିଲ୍ଲା କ୍ରୀଡା ଅଧିକାରୀ ରାଜେନ୍ଦ୍ର ବଢ଼ାଇ, କ୍ରୀଡ଼ାବୀତ ସରୋଜ କୁମାର ସାହୁ, ନୂଆପଡା ନଗରପାଳ ଆଦମ ଖାଁନ,ନେହେରୁ ଯୁବକେନ୍ଦ୍ର ଯୁବ ଅଧିକାରୀ ଆଶୀଷ ଠାକୁର ଯୋଗ ଦେଇଥିବା ବେଳେ କଲେଜ, ସ୍କୁଲ ଛାତ୍ର ଛାତ୍ରୀ, ଏବଂ ନାଗରିକ, ବରିଷ୍ଠ ନାଗରିକ ମାନେ ଯୋଗ ଦେଇଥିଲେ।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ସମ୍ବର୍ଦ୍ଧିତ ହେଲେ ବିଏଲଓ ସୁପରଭାଇଜର ଭରତ ସାହୁ

masiha

ନବରଂଗପୁର ଠାରେ ନବରଙ୍ଗପୁର ନିର୍ବାଚନ ମଣ୍ଡଳି ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ 

Sunil Chandra Nayak

ପ୍ରକାଶ ପାଇଲା ଗଳ୍ପ ପ୍ରତିଯୋଗିତା ଫଳାଫଳ, ଗଞ୍ଜାମ ଜିଲ୍ଲାକୁ ମିଳିଲା ପ୍ରଥମ ସ୍ଥାନ

masiha

Leave a Comment

error: Content is protected !!