ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଶ୍ରୁତି ଭବନରେ ବାଳ ସଂସ୍କାର କାର୍ଯ୍ୟକ୍ରମ

ରାଉରକେଲା / ପ୍ରତିବର୍ଷ ପରି ଏହି ବର୍ଷ ମଧ୍ୟ ସେକ୍ଟର ୧୯ ଆଖଣ୍ଡଳମଣି ମନ୍ଦିର ସ୍ଥିତ ଶ୍ରୁତି ଭବନ ତରଫରୁ ଏକ ଦିବସୀୟ ବାଳ ସଂସ୍କାର କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି । ଗୁରୁଜୀ ଆଚାର୍ଯ୍ୟ ପ୍ରଣବ ଚୈତନ୍ୟ ଓ ଗୁରୁମା ବ୍ରହ୍ମଚାରିଣୀ ଗୀତାଞ୍ଜଳୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ହୋଇଥିବା କାର୍ଯ୍ୟକ୍ରମକୁ ପ୍ରାୟ ୫୦ ଜଣ ଛାତ୍ରଛାତ୍ରୀ ଓ ଛୋଟ ପିଲା ଭାଗ ନେଇ ଏହି କାର୍ଯ୍ୟକ୍ରମକୁ ମନଭରି ଉପଭୋଗ କରିଛନ୍ତି । ଏଥିସହିତ ବାପା ମାଆଙ୍କ ସହଯୋଗ ମଧ୍ୟ ଆଜିର କାର୍ଯ୍ୟକ୍ରମକୁ ବହୁତ ପ୍ରେରଣାଦାୟୀ ଓ ସୁନ୍ଦର କରି ତୋଳିପାରିଛି ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ 

Related posts

ଉଦଘାଟିତ ହେଲା ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ‘ମୂର୍ତ୍ତିକା’-୨୦୨୪, ମନ ମୋହିଲା କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନଙ୍କ ନୃତ୍ୟ

masiha

ଧର୍ମଗଡ ଏନଏସି ପକ୍ଷରୁ ହର ଘର ତିରଙ୍ଗା ଓ ଭତ୍ତା ବଣ୍ଟନ କାର୍ଯକ୍ରମ

masiha

ସାରଙ୍ଗଧର ଷ୍ଟାଡିୟମ୍ ରେ ରାଜ୍ୟ ବିଦ୍ୟାଳୟ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ୨୦୨୨_୨୩ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!