ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପ୍ରାକ୍ ନିଯୁକ୍ତି ପରାମର୍ଶ କର୍ମଶାଳା ଅନୁଷ୍ଠିତ

 ଭବାନୀ ପାଟଣା //   ଜିଲ୍ଳା ନିୟୋଜନ କାର୍ଯ୍ୟାଳୟ, କଳାହାଣ୍ଡି ତରଫରୁ କଳାହାଣ୍ଡି ବିଶ୍ଵବିଦ୍ୟାଳୟ ଠାରେ HCL technology ରେ ନିଯୁକ୍ତି ପାଇଁ ଏକ ପ୍ରାକ୍ ନିଯୁକ୍ତି ପରାମର୍ଶ କର୍ମଶାଳା  ବିଶ୍ଵବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ପରାମର୍ଶ କର୍ମଶାଳାରେ ୨୫୦ ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ପଞ୍ଜୀକୃତ ହୋଇଥିଲେ । ଏହି କାର୍ଯ୍ୟକ୍ରମରେ HCL Technology ର ରାଜ୍ୟ ମୁଖ୍ୟ ରିତମ୍ ବେହେରା ଓ ତାଙ୍କର ସହକର୍ମୀମାନେ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମର ସଂଯୋଜନା ପ୍ରଫେସର୍ ଜୟଦେବ ସାହୁ ଓ ଡ଼ଃ . ମଧୁଲିକା ସାହୁ କରିଥିବା ବେଳେ ଜିଲ୍ଲା ନିୟୋଜନ ଅଧିକାରୀ ଅଜିତ୍ କୁମାର ଉତ୍ତରାୟ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି ବିଶ୍ଵବିଦ୍ୟାଳୟ ତଥା ଜିଲ୍ଲା ନିୟୋଜନ କାର୍ଯ୍ୟାଳୟର କର୍ମକର୍ତ୍ତାମାନେ ସହାୟତା କରିଥିଲେ ।

ମସିହା ନିଉଜ ସର୍ଭିସ୍ 

Related posts

ରାଉରକେଲା ରେ ଆର୍ଟ ଅଫ ଗିଭିଙ୍ଗ ଡେ ପାଳନ

ଓଡ଼ିଶା ଦିବସ’ ପାଳନ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ଓଡ଼ିଶା ପ୍ରଦେଶ ଗଠର ରେ ମୂଖ୍ୟ ଭୂମିକା ଗ୍ରହଣ କରିଥିବା ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ

Sunil Chandra Nayak

ଚଇତି ମଞ୍ଚରେ ଉନ୍ମୋଚନ ହେଲା ଚଇତି ଗୀତ ୨୦୨୪, କଣ୍ଠଦାନ କରିଛନ୍ତି ଆଞ୍ଚଳିକ ଦିବ୍ୟାଙ୍ଗ କଳାକାର 

masiha

Leave a Comment

error: Content is protected !!