ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ : ୧୫ରୁ କଟିବ ଚାଲାଣ

ଏଣିକି ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ ନଥିଲେ କଟିବ ଚାଲାଣ । ଏଚଏସଆରପି ନଥିଲେ ଜାନୁଆରୀ ୧୫ରୁ କଟିବ ଚାଲାଣ । ତେବେ କେଉଁ କେଉଁ ଗାଡି ନମ୍ବର ପାଇଁ ଜାନୁଆରୀ ୧୫ ତାରିଖରୁ ଚାଲାଣ କଟିବ ବୋଲି ପ୍ରକାଶ ପାଇଛି।

ସୂଚନା ଅନୁଯାୟୀ, ଶେଷ ନମ୍ବର ୧ରୁ ୬ ଥିବା ଗାଡିର ହାଇ ସିକ୍ୟୁରିଟି ନମ୍ବରପ୍ଲେଟ୍ ନଥିଲେ ଆସନ୍ତା ୧୫ତାରିଖରୁ ଚାଲାଣ କଟିବା ଆରମ୍ଭ ହେବ । ସେହିଭଳି ଜାନୁଆରୀ ୩୧ରେ ସରୁଛି ଶେଷ ନମ୍ବର ୭ରୁ ୮ ଥିବା ଗାଡିର ଅବଧି । ଫେବୃଆରୀ ୨୮ରେ ସରୁଛି ଶେଷ ନମ୍ବର ୯ ଓ ୦ର ଅବଧି । ଯଦି ଆପଣ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ କରାଇନାହାନ୍ତି ତେବେ ତୁରନ୍ତ କରାଇ ନିଅନ୍ତୁ । ନଚେତ୍ ଟ୍ରାଫିକରେ ଧରା ପଡିଲେ ମୋଟା ଅଙ୍କ ତଣ୍ଡ ଗଣିବାକୁ ପଡିପାରେ ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ରାଜ୍ୟରେ ଆରମ୍ଭ ହେବ ‘ଆମ ହସ୍ପିଟାଲ’ ଯୋଜନା , ରାଜ୍ୟର ଡାକ୍ତରଖାନା ଗୁଡିକର ହେବ ରୁପାନ୍ତରୀକରଣ

Sunil Chandra Nayak

ପୁରୁଷ ବିଶ୍ଵକପ ହକି ଅୟୋଜନ ପାଇଁ ସର୍ବାଦଳୀୟ ବୈଠକ

Sunil Chandra Nayak

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ, ବୈଠକରେ ୧୮ଟି ପ୍ରସ୍ତାବକୁ ଅନୁମୋଦନ , ମୋ ଘର ଯୋଜନା ଉପରେ ମୋହର 

Leave a Comment

error: Content is protected !!