ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
କ୍ରୀଡ଼ା

ପାଇକ ପୁରୁଣାକୋଟ ଠାରେ ଜିଲ୍ଲା ସ୍ତରୀୟ ଭଲିବଲ୍ ଟୁର୍ଣ୍ଣlମେଣ୍ଟ ଅନୁଷ୍ଠିତ

ଢେ଼ଙ୍କାନାଳ(ମ ସୀ ହା)୧୧/୦୧_ ହିନ୍ଦୋଳ ବ୍ଲକ ଅନ୍ତର୍ଗତ ପାଇକ ପୁରୁଣାକୋଟ ଠାରେ ଜିଲ୍ଲାସ୍ତରୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଛି lଏହି କାର୍ଯ୍ୟକ୍ରମରେ ମୂଖ୍ଯ ଅତିଥି ରୂପରେ ବ୍ଲକ୍ ଅଧ୍ୟକ୍ଷା ସସ୍ମିତାରାଣୀ ନାୟକ ଯୋଗ ଦେଇଥିଲେ lତତ୍ ସହ ଜିଲ୍ଲା ଶିକ୍ଷା ଅଧିକାରୀ ନିବେଦିତା ପାଣି,ହିନ୍ଦୋଳ ବ୍ଲକ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ମଲ୍ଲିକ,ଟାଟା ଷ୍ଟିଲ ଫାଉଣ୍ଡେସନ କମ୍ପାନୀର ଦିବ୍ୟେସ ରୟ, ସ୍ଥାନୀୟ ସରପଞ୍ଚ ପ୍ରତାପ ଚନ୍ଦ୍ର ପ୍ରଧାନ,ଜିଲ୍ଲା ଶାରିରୀକ ଶିକ୍ଷା ଅଧିକାରୀ ଜ୍ୟୋତି ପ୍ରସାଦ ପରିଡାଙ୍କ ସମେତେ ବହୁ କ୍ରୀଡା ଶିକ୍ଷକ ଅଭିଭାବକ ଓ ଆଠଟି ବ୍ଲକର ଛାତ୍ର ଛାତ୍ରୀ ମାନେ ଯୋଗଦେଇଥିଲେ।ଦୁଇ ଦିନ ଧରି ହେବାକୁ ଥିବା ଟୁର୍ଣ୍ଣାମେଣ୍ଟରେ ପିଲାମାନଙ୍କ ସ୍ବାଗତ ସମ୍ବର୍ଦ୍ଧନା ଓ ସେମାନଙ୍କ ପ୍ରତିଭା କ୍ରୀଡା କୌଶଳ ଆନନ୍ଦ ପ୍ରଦାନ କରିଛି l

ଢେ଼ଙ୍କାନାଳ ରୁ ନାୟକ ଅକ୍ଷୟ ରାଜହସ୍ତୀ ଙ୍କ ରିପୋର୍ଟ୍

Related posts

ପଞ୍ଚାୟତ ସ୍ତରୀୟ କ୍ରୀଡା ଉତ୍ସବ ଅନୁଷ୍ଠିତ

Sunil Chandra Nayak

ନୂଆ-ଓ-ଯୁବ ଓଡ଼ିଶା କାର୍ଯ୍ୟକ୍ରମ ଅନ୍ତର୍ଗତ ଚତୁର୍ଥ ଦିନରେ ଖେଳକୁଦ ସହିତ ଆକର୍ଷଣ ହେଲା ରସି ଟଣା ଖେଳ 

masiha

ଜ଼ିଲ୍ଲାସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଉଦଯାପିତ 

Sunil Chandra Nayak

Leave a Comment

error: Content is protected !!