ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସ୍ବାମୀ ବିବେକାନନ୍ଦ ସେବାଶ୍ରମ ଟ୍ରଷ୍ଟ ପକ୍ଷରୁ ଜାତୀୟ ଯୁବ ଦିବସ ପାଳନ

ନର୍ଲା (ମସିହା) ନର୍ଲା ନିର୍ବାଚନ ମଣ୍ଡଳୀ କେସିଙ୍ଗା ବ୍ଲକ ଅନ୍ତର୍ଗତ ହାତୀଖୋଜ ପଞ୍ଚାୟତର ବେଲସାପଡା ଠାରେ ‌ସ୍ବାମୀ ବିବେକାନନ୍ଦ ସେବାଶ୍ରମ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ଜାତୀୟ ଯୁବ ଦିବସ ପାଳନ କାର୍ଯ୍ୟକ୍ରମରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ସଦସ୍ୟ ଶ୍ରୀ ଅବିନାଶ ଠାକୁର ସମ୍ମାନିତ ଅତିଥି ଭାବରେ ଯୋଗଦେଇ ସ୍ବାମୀ ବିବେକାନନ୍ଦଙ୍କ ଦର୍ଶନ ଓ ଆଦର୍ଶ ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ସ୍ଵାମୀଜୀ ଭାଗିରଥି ଦାସଙ୍କ ସହ ଆଶ୍ରମ ପରିଦର୍ଶନ କରିବା ସହ ସ୍ଥାନୀୟ ଯୁବକ ମାନଙ୍କ ସହ ଖେଳ ପଡିଆ ପରିଦର୍ଶନ କରି କିଭଳି ତାର ଉନ୍ନତିକରଣ କରାଯାଇ ପାରିବ ସେ ନେଇ ଆଲୋଚନା କରିଥିଲେ ।

ନର୍ଲା ରୁ ଦିପକ ଠାକୁର ଙ୍କ ରିପୋର୍ଟ

Related posts

ଜାତୀୟ ଆଦିବାସୀ କଂଗ୍ରେସ ଅଧ୍ୟକ୍ଷ ଡାକ୍ତର ବିକ୍ରାନ୍ତ ଭୁରିଆଙ୍କୁ ଆଦିବାସୀ ହୋ-ଭାଷା କ୍ରିୟାନୁଷ୍ଠାନ କମିଟର ପ୍ରତିନିଧି ମଣ୍ଡଳୀ ଦ୍ୱାରା ପୂରଣା କଂଗ୍ରେସର ମୁଖ୍ୟାଳୟ-ନୂଆ ଦିଲ୍ଲୀ ଠାରେ ହୋ ଭାଷା କୁ ଭାରତୀୟ ସାମ୍ବିଧାନର ଅଷ୍ଟମ ଅନୁସୂଚୀରେ ସ୍ବୀକୣତୀ ପାଇଁ ଦାବୀପତ୍ର ପ୍ରଦାନ କରିଥିଲେ 

Sunil Chandra Nayak

ଉଦ୍ୟୋଗୀ ପ୍ରେରଣା କାର୍ଯ୍ୟକ୍ରମ ୧୯ ରେ….

Sunil Chandra Nayak

ସର୍ବଭାରତୀୟ ସଂଗଠନ ସୁବର୍ଣ୍ଣ ଜୟନ୍ତୀ ଉପଲକ୍ଷେ କଳାହାଣ୍ଡି କେମିଷ୍ଟ ଏଣ୍ଡ ଡ୍ରଗିଷ୍ଟ ଏସୋସିଏସନ୍ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

masiha

Leave a Comment

error: Content is protected !!