ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡାବୁଗାଁ ଥାନା ରେ ନୂତନ ଆଇଆଇସି ଙ୍କ ଯୋଗଦାନ

 ଡାବୁଗାଁ, ୧୩/୧ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ଥାନା ରେ ନୂତନ ଆଇଆଇସି ସୁନୀଲ କୁମାର ପ୍ରଧାନ ଶୁକ୍ରବାର ଯୋଗଦାନ କରିଛନ୍ତି । ସେ ପୂର୍ବରୁ ଗଞ୍ଜାମ ଜିଲା ର ଛାତ୍ରପୁର ଥାନାରେ ଆଇଆଇସି ଭାବେ କାର୍ଯ୍ୟ କରୁଥିଲେ । ଆଇନ ଶୃଙ୍ଖଳା ତଥା ପୋଲିସ ଓ ଜନତା ମଧ୍ୟରେ ସୌହାର୍ଦ୍ଧ୍ୟପୂର୍ଣ୍ଣ ସମ୍ପର୍କ ରଖି କାମ କରିବାକୁ ଅଗ୍ରାଧିକାର ଦେବେ ବୋଲି ସେ କହିଛନ୍ତି | ଡାବୁଗାଁ ଆଇଆଇସି ଭାବେ କାର୍ଯ୍ୟ କରୁଥିବା ପ୍ରମୋଦ କୁମାର ନାୟକଙ୍କ ରାଇଘର ଥାନାକୁ ବଦଳି ହୋଇଛି |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ସରସ୍ବତୀ ବିଦ୍ୟାମନ୍ଦିରର ବାର୍ଷିକୋତ୍ସବ 

masiha

ଛାତ୍ରଙ୍କ ଆଖିରେ ଅଠା ପକାଇଦେବା ଘଟଣାରେ ପ୍ରଧାନ ଶିକ୍ଷକ ନିଲମ୍ବିତ

Sunil Chandra Nayak

ଉତ୍କଳ ପରିଷଦ ର ସପ୍ତଦଶ ସ୍ଵ ନକ୍ଷତ୍ର ଦିବସ ପାଳନ 

Leave a Comment

error: Content is protected !!