ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କଳାହାଣ୍ଡି ସମଗ୍ର ବିଶ୍ବକୁ ଦିଗଦର୍ଶନ ଦେବାର ସମୟ ଆସିଛି 

କଳାହାଣ୍ଡି ଉତ୍ସବ ଉପଲକ୍ଷେ ‘କଳାହାଣ୍ଡି ସେଦିନର ଓ ଆଜିର’ ଶୀର୍ଷକ ସଂପାନ ଅନୁଷ୍ଠିତ

ଭବାନୀପାଟଣା,୧୬/୦୧( ମ ନି ସ)-ମନସ୍ତାତ୍ତ୍ବିକ ବିଚାରଧାରାର ପରିବର୍ତ୍ତନ କଳାହାଣ୍ଡି ଜିଲ୍ଲାକୁ ସମଗ୍ର ଦେଶରେ ଆଗୁଆ କରି ଗଢ଼ି ତୋଳିବ ! ଆଜି ଏ ଜିଲ୍ଲା ସାରା ଦେଶରେ ଭାତହାଣ୍ଡିର ପରିଚୟ ପାଇଛି ସତ ତେବେ ଜିଲ୍ଲାବାସୀଙ୍କ ପାଇଁ ଆଜିର ଆହ୍ବାନ ସୁସ୍ଥ କଳାହାଣ୍ଡି ହେବା ଉଚିତ୍ ! କାରଣ ସାରା ବିଶ୍ବକୁ କଳାହାଣ୍ଡି ଦିଗଦର୍ଶନ ଦେବାର ସମୟ ଆସିଛି ! ପର୍ଯ୍ୟାପ୍ତ ଜ୍ଞାନ ଆହରଣ ଏ ଜିଲ୍ଲାର ବିକାଶକୁ ଆହୁରି ଆଗେଇ ନେବ ବୋଲି ଆଜି ସ୍ଥାନୀୟ ଟାଉନ୍ ହଲ୍ ଠାରେ ଆୟୋଜିତ ସଂପାନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ଏବଂ ଯୋଜନା ଓ ସମ୍ମନ୍ବୟ ବିଭାଗର ସଚିବ ପ୍ରଦୀପ କୁମାର ଜେନା ନିଜ ବକ୍ତବ୍ୟରେ କହିଛନ୍ତି ! ଏଇ ଅବସରରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ କ୍ରୁଷି ଓ କ୍ରୁଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ଡ. ଅରବିନ୍ଦ ପାଢ଼ୀ କ୍ରୁଷି, ଶିକ୍ଷା, ସ୍ବାସ୍ଥ୍ୟ ଓ ଦକ୍ଷତା ବିକାଶ ହିଁ ଏ ଜିଲ୍ଲାକୁ ଉନ୍ନତିର ଶିଖରରେ ପହଞ୍ଚାଇ ପାରିବ ଏଣୁ ଆମ ସମସ୍ତଙ୍କୁ ଏ ଜୟଯାତ୍ରାରେ ସାମିଲ ହେବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ ! କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ବେଷା ରେଡ୍ଡୀଙ୍କ ଉପସ୍ଥିତିରେ ସଂପାନ କମିଟିର ଅଧ୍ୟକ୍ଷ ତଥା କଳାହାଣ୍ଡି ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସଞ୍ଜୟ କୁମାର ଶତପଥୀଙ୍କ ଅଧ୍ୟକ୍ଷତା କରିଥିବାବେଳେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସହ ଅଧ୍ୟକ୍ଷ ସୀମାଞ୍ଚଳ ମିଶ୍ର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ! ଡ. ତ୍ରିଭୂବନ ପଣ୍ଡା, ଉମାଶଙ୍କର କର ପ୍ରମୁଖ ଭିତ୍ତି ପ୍ରବନ୍ଧ ଉପସ୍ଥାପନ କରିଥିଲେ ! ସଂପାନ କମିଟିର ସଦସ୍ୟ ଶେଷଦେବ ମିଶ୍ର ଅତିଥି ଆବାହନ, ଡ. ସଞ୍ଜିତ ସ୍ବାଇଁ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ବିଶ୍ବରଞ୍ଜନ ବେହେରା, ପ୍ରତାପ କୁମାର ପଣ୍ଡା, ଦୁର୍ଗାପ୍ରସାଦ ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ! ଏହି ଅବସରରେ ଜିଲ୍ଲା ତଥା ଜିଲ୍ଲା ବାହାରୁ ବହୁ ସଂଖ୍ୟକ କବି, ଲେଖକ, ଅଧ୍ୟାପକ, ବୁଦ୍ଧିଜୀବୀଙ୍କ ସମେତ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ । ଶେଷରେ ସୁଢଳଦେବ ମୁଣ୍ଡ ଧନ୍ୟବାଦ ଦେଇଥିଲେ !

ମସିହା ନିଉଜ ସର୍ଭିସ୍ 

Related posts

ଓଲଟିଲା ମାଲ୍ ବୋଝେଇ ଟ୍ରକ

masiha

ଜଙ୍ଗଲରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର

Sunil Chandra Nayak

ରାଜପଥ ଉପରେ ଲାଗିଗଲା ଆଖି/ଚେତା ଫେରିଲା ଭୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort