ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କେସିଙ୍ଗା ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୯.୧.୨୦୨୩// ଆଜି କେସିଙ୍ଗା ବ୍ଲକ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲ,ଉପ ଜିଲ୍ଲାପାଳ, ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ, ବ୍ଲକ ଅଧ୍ୟକ୍ଷ ଶ୍ରୀ ଚନ୍ଦନ କୁମାର ସେନାପତି,ଉପାଧ୍ୟକ୍ଷ ରାଜଲକ୍ଷ୍ମୀ ପଟ୍ଟନାୟକ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୬୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୫୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୩ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ମସିହା ନିୟୁଜ୍ ସର୍ଭିସ୍ 

Related posts

ଗିଗିନା ସରକାରୀ ୟୁପି ସ୍କୁଲ୍ ର ବାର୍ଷିକ ଉତ୍ସବ ଅନୁଷ୍ଠିତ

masiha

ମା ମାଣିକେଶ୍ୱରୀ ବିଶ୍ଵବିଦ୍ୟାଳୟ ରେ ଜାତୀୟ ସେବା ଯୋଜନା ଦିବସ ପାଳିତ

Sunil Chandra Nayak

ଦୁର୍ଘଟଣା ରେ ଆହତ ବୃଦ୍ଧ ଙ୍କ ମେଡିକାଲ ରେ ମୃତ୍ୟୁ 

Sunil Chandra Nayak

Leave a Comment

error: Content is protected !!