ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଖଡ଼ିଆଳ ରାଜା ଆର୍ତ୍ତତ୍ରାଣ ହାଇସ୍କୁଲ ପଡ଼ିଆ ଠାରେ ୭୪ ତମ ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ନୂଆପଡା  //  ଖଡ଼ିଆଳ ରାଜା ଆର୍ତ୍ତତ୍ରାଣ ହାଇସ୍କୁଲ ପଡ଼ିଆ ଠାରେ ୭୪ ତମ ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ-୨୦୨୩ ମହାସମାରୋହରେ ପାଳିତ ହୋଇଯାଇଅଛି। ମୁଖ୍ୟ ଅତିଥି ରୂପେ ଖଡ଼ିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ ଯୋଗ ଦେଇ ଜାତୀୟ ପତାକାକୁ ଉତ୍ତୋଳନ କରି, ମିଳିତ ପ୍ୟାରେଡ଼ କୁ ନିରୀକ୍ଷଣ କରିବା ସହ ଅଭିବାଦନ ଗ୍ରହଣ କରିଛନ୍ତି। ସମସ୍ତଙ୍କୁ ଉଦବୋଧନ ଦେଇ ସ୍ବାଧୀନତା ପରେ ଆଜିର ଦିନ ସମ୍ବିଧାନ ପ୍ରଣୟନ ହୋଇ ଦେଶ ମାତୃକାର ବିଧି ବ୍ୟବସ୍ଥା, ନୀତି ନିୟମ ଉପରେ ଡ଼ଃ.ଆମ୍ବେଦକରଙ୍କ ଗୁରୁତ୍ବ ପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରିଥିଲେ। ଏହି ଉତ୍ସବରେ ବ୍ଲକ ଅଧକ୍ଷା ପୁଷ୍ପାଞ୍ଜଳୀ ନନ୍ଦ, ଖଡ଼ିଆଳ ଏସ୍ଡିପିଓ ଅରୁପ ଅଭିଷେକ ବେହେରା, ପ୍ରାକ୍ତନ ଅଧକ୍ଷ ଡ଼ଃ.ମେଜର ରାମଚନ୍ଦ୍ର ମିଶ୍ର, ବିଇଓ ନକୁଳ ଶବର, ଖଡ଼ିଆଳ ତହସିଲଦାର ମଧୁସ୍ମିତା ପାତ୍ର, ଯୋଗ ଦେଇଥିଲେ। ହାଇସ୍କୁଲର ଏନସିସି ଅଧିକାରୀ ଅକ୍ଷୟ ରଥ, ରତନ ସିଂ ବାରିକ ଯୋଗ ଦେଇଥିଲେ। ମିଲିତ ପ୍ୟାରେଡ଼ ରେ କଲେଜ ଏନ ସି ସି ବାହିନୀ, ସ୍କୁଲ କଲେଜ ଛାତ୍ର ଛାତ୍ରୀମାନେ ଯୋଗ ଦେଇଥିଲେ। ଶେଷରେ ଦେଶାତ୍ମକ ସଙ୍ଗୀତ,ନୃତ୍ୟ ପ୍ରଦର୍ଶିତ ହୋଇଥିଲା। ବ୍ୟାପକ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମହାସମାରୋହରେ ପାଳିତ ହୋଇ ଯାଇଅଛି ଉପଖଣ୍ଡି ସ୍ତରୀୟ ସାଧାରଣତନ୍ତ୍ର ଦିବସ।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ଓଡ଼ିଆ ଭାଷା ଶାସ୍ତ୍ରୀୟ ମାନ୍ୟତା ଦିବସ ପାଳନ

masiha

ଚରାମୁଳା କୃଷି କ୍ଷେତ୍ରରେ ଆନ୍ଧ୍ର କୃଷି ଶ୍ରମିକ 

Sunil Chandra Nayak

ଭିନ୍ନକ୍ଷମ ସୁଶାନ୍ତଙ୍କୁ ସରକାରୀ ସହାୟତା ଯୋଗାଇଦେବା ପାଇଁ ଗ୍ରାମ ବାସୀଙ୍କ ଦାବି

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort