ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡାବୁଗାଁ ପ୍ରେସ କ୍ଲବ ଗୃହ ନିର୍ମାଣ ନିମନ୍ତେ ଶିଳାନ୍ୟାସ

ଡାବୁଗାଁ, ୨୬/୧ (ମ॰ନି॰ସ॰)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦର ମହକୁମାସ୍ଥିତ ଜୟନ୍ତୀ ନଗର ଛକ ନିକଟରେ ଥିବା ପ୍ରେସ କ୍ଲବ ପରିସରରେ ନୂତନ ଗୃହ ନିର୍ମାଣ ନିମନ୍ତେ ଗୁରୁବାର ଶିଳାନ୍ୟାସ କରାଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମନୋହର ରନ୍ଧାରୀ ଯୋଗ ଦେଇ ଶିଳାନ୍ୟାସ କରିଛନ୍ତି | ଏହି ସମୟରେ ସାଂସଦ ପ୍ରତିନିଧି ଏମ୍. ଆପ୍ପା ରାଓ, ବିଧାୟକ ପ୍ରତିନିଧି ଏମ. ବୁଲୁ ରାଓ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ଜିଲା ପରିଷଦ ସଭ୍ୟ ଗୁପ୍ତ ବିଷୋୟୀ, ବିଡିଓ ଶରତ ମାଝି, , ପ୍ରେସ କ୍ଲବ ଉପଦେଷ୍ଟା ପ୍ରକାଶ ଚନ୍ଦ୍ର ପଣ୍ଡା, ସଭାପତି ପ୍ରଜ୍ଞା ରଞ୍ଜନ ପରିଡା, ସମ୍ପାଦକ ମିହିର ଶଙ୍କର ପାତ୍ର, କୋଷାଧ୍ୟକ୍ଷ ସୁଶାନ୍ତ କୁମାର ପଣ୍ଡା, ଗଗନ ଗନ୍ତାୟତ, କହ୍ନେଇଲାଲ ଗୁପ୍ତା ଓ ଅନ୍ୟମାନେ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ବିଶିଷ୍ଟ ସମାଜ ସେବୀ ଙ୍କ ପରଲୋକ

masiha

ବିକାଶ ମେଳା ୨୦୨୫ ଉପଲକ୍ଷେ ଗଣ ଦୌଡ଼ ଅନୁଷ୍ଠିତ

masiha

ପୋଖରୀ କୁ ଗାଧୋଇବା କୁ ଯାଇ ଶିଶୁ କନ୍ୟା ମୃତ : ଅପମୃତ୍ୟୁ ମାମଲା ରୁଜୁ

Sunil Chandra Nayak

Leave a Comment

error: Content is protected !!