ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଇମାନୁଏଲ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ

ଚିଲିଗୁଡା ( ମ ନି ସ )  ଜୁନାଗଡ଼ ବ୍ଲକ ଅନ୍ତର୍ଗତ ବଣିଜରା ଗ୍ରାମ ପଞ୍ଚାୟତ ର କର୍ଲ।କୋଟ ଗ୍ରାମର ଇମାନୁଏଲ ପବ୍ଲିକ ସ୍କୁଲର ୨ୟ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ଏହି ବାର୍ଷିକ ଉତ୍ସବ ପାଳନ ଅବସରରେ ବିଦ୍ୟଳୟର ପରିଚାଳକ ଉଦ୍ଧବ ପ୍ରଧାନ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ବିଦ୍ୟଳୟର ଅଧକ୍ଷ ଚିତ୍ରସେନ ମାଝି ଅଧକ୍ଷତା କରିଥିଲେ ।ଏଥିରେ ଜୁନାଗଡ଼ ବ୍ଲକ ଅଧକ୍ଷା ସବିତା ମେହେର ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସ।ହିତ କରିଥିଲେ ।ଏଥିରେ ସମ୍ମାନିତ ଅତିଥି ଭାବରେ ଜୁନାଗଡ଼ ଥାନା ଅଧିକାରୀ ଉତ୍ତମ କୁମାର ସାହୁ ,ଅବସର ସୈନିକ କୁଶ ମାଝି ଯୋଗ ଦାନ କରି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ । ସତ୍ୟସାଇ ନ।ଏକ ମଞ୍ଚ ପରିଚାଳନା କରିଥିବାବେଳେ ଶିକ୍ଷକ ଲୋକେନ୍ଦ୍ର ରାଉତ ,ଛବି ନ।ଏକ ,ରିଙ୍କୁ ମିଶ୍ର ,ସଚିବନ୍ତ ନାଗ ଏବଂ ଶିକ୍ଷୟତ୍ରୀ ସଂଗୀତା ନ।ଏକ ,ହୀରବତୀ କୁମାର ,ରଜନୀ ଦେବୀ ଏବଂ ସୁଜାତା ବିଶ୍ୱାଳ ପ୍ରମୁଖ ଉପସ୍ଥିତ ରହି ଥିଲେ ।ଏଥିରେ ଈଶ୍ୱର ପ୍ରଧାନ ,ଅଜୟ କୁମାର ଠାକୁର ,ର।କ୍ଷି ବାଗ ,ନନ୍ଦୁ ଦୁର୍ଗା ଏବଂ ର।ଜ ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ ।କାର୍ଯ୍ୟକ୍ରମ ରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶିକ୍ଷକ ଲୋକେନ୍ଦ୍ର ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।

ସୁନ୍ଦର ମୋହନ ଛତ୍ରିଆ ,ଚିଲିଗୁଡା

Related posts

ଭତରା ସମାଜ ଲଡୁକରିଆ ବଂଶୀୟ ଙ୍କ ନୂଆଁଖାଇ ଭେଟଘାଟ। ସମ୍ପର୍କ କୁ ସୁଦୃଢ଼ କରୁଛି ନୂଆଁଖାଇ ଭେଟଘାଟ ର ଆୟୋଜନ.

masiha

ଅବସରକାଳୀନ ସମ୍ବର୍ଦ୍ଧନା ସଭା

masiha

କଳାହାଣ୍ଡିରେ ଦ୍ଵିତୀୟ କୃଷି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦାବି ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ଦେଲା କ୍ରିୟାନୁଷ୍ଠାନ କମିଟି ଦାବି ପୂରଣ ନହେଲେ ହେବ ଭୟାବହ ଆନ୍ଦୋଳନ

masiha

Leave a Comment

error: Content is protected !!