ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ଏଏସଆଇ ଗୋପାଳ ଦାସ ସରକାରୀ ଚାକିରିରୁ ବିଦା , ଗୋପାଳଙ୍କୁ ଚାକିରିରୁ ବରଖାସ୍ତ କଲେ ଝାରସୁଗୁଡ଼ା SP

ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଅଭିଯୁକ୍ତ ଏଏସଆଇ
ଗୋପାଳ ଦାସ 
ଚାକିରିରୁ ବହିଷ୍କାର ହେଲେ ଏଏସଆଇ ଗୋପାଳ ଦାସ

 ସ୍ୱାସ୍ଥ୍ୟ ମନ୍ତ୍ରୀ ଥିବା ନବ କିଶୋର ଦାସଙ୍କୁ ହତ୍ୟା ଘଟଣାରେ ପୁଲିସ ଏଏସଆଇ ଗୋପାଳକୃଷ୍ଣ ଦାସଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି |ସମ୍ବିଧାନର  ଧାରା ୩୧୧ ଆଧାରରେ ତାଙ୍କୁ ବହିଷ୍କାର କରାଯାଇଛି | ଗୋପାଳକୃଷ୍ଣ ଦାସଙ୍କୁ ଝାରସୁଗୁଡା ଏସପି ବହିଷ୍କାର କରିଥିବାବେଳେ ଆଜି ତାଙ୍କୁ କ୍ରାଇମବ୍ରାଞ୍ଚ ଗିରଫ ମଧ୍ୟ କରିଥିଲା | ଉଲ୍ଲେଖ ଥାଉ କି ଗୋପାଳ ଦାସଙ୍କୁ ଗତକାଲି ଟ୍ରାଫିକ କ୍ଲିଅରାନ୍ସ ଡିଉଟି ଦିଆଯାଇଥିଲା। ନବ ଦାସଙ୍କ ଗସ୍ତ ପାଇଁ ଅନ୍ୟ ପୁଲିସ ଅଧିକାରୀଙ୍କୁ ମଧ୍ୟ ଭିନ୍ନ ଭିନ୍ନ ଡିଉଟି ଦିଆଯାଇଥିଲା।

ନବ ଦାସ ୧୨ଟା ୧୫ ମିନିଟ୍ ପାଖାପାଖି ସେହି ସ୍ଥାନରେ ପହଞ୍ଚିବା ପରେ ଗୋପାଳ ନିଜ ଡିଉଟି ଛାଡ଼ି ତାଙ୍କ ନିକଟକୁ ଯାଇ ଗୁଳି ମାରିଥିଲେ। ବ୍ରଜରାଜନଗରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଗଲା ବେଳେ କର୍ତ୍ତବ୍ୟରତ ପୁଲିସ ଏଏସ୍‌ଆଇ ଗୋପାଳ ଦାସ ନିଜ ସର୍ଭିସ ରିଭଲଭରରେ ମନ୍ତ୍ରୀଙ୍କୁ ଅତି ନିକଟରୁ ଚାରି ରାଉଣ୍ଡ ଗୁଳି ମାରିଥିଲେ। ସେ ମଧ୍ୟରୁ ଗୋଟିଏ ଗୁଳି ସିଧା ଯାଇ ମନ୍ତ୍ରୀଙ୍କ ଛାତିରେ ବାଜିଥିଲା। ମନ୍ତ୍ରୀଙ୍କୁ ପ୍ରଥମେ ଝାରସୁଗୁଡା ଓ ପରେ ବିମାନ ଯୋଗେ ଭୁବନେଶ୍ବରସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସା କରାଯାଇଥିଲେ ହେଁ ବିଳମ୍ବିତ ସନ୍ଧ୍ୟାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ……

Related posts

କଳାହାଣ୍ଡି ରେ ଚାଞ୍ଚଲ୍ୟ , ଧର୍ମଗଡ ଥାନା ବାଞ୍ଜିପଦର ଗାଁ ନିକଟରୁ ପ୍ରେମୀ ଯୁଗଳଙ୍କ ଗଳିତ ଶବ ଉଦ୍ଧାର

ବନ ବିଭାଗ ଦ୍ଵାରା କାଠ ବୋଝେଇ ଟ୍ରାକ୍ଟର ଜବତ ! ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଦନ୍ତା ହାତୀ ମୃତ୍ୟୁ ଘଟଣା, ଦୁଇ ଶିକାରୀ ଗିରଫ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort