ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ନବ ଦାସଙ୍କ ବିୟୋଗରେ ଶୋକସଭା

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକର ରିଷିଡା ପଂଚାୟତ ଭବନ ଠାରେ ବିଜେଡି ପକ୍ଷରୁ ଏକ ଶୋକସଭା ବରିଷ୍ଠ ସାମ୍ବାଦିକ ନରୋତ୍ତମ ସେଲମାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ସ୍ଥାନୀୟ ସରପଞ୍ଚ ତଥା ବିଜୁ ମହିଳା ଜନତା ଦଳ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ସେବତୀ ରଣା, ବରିଷ୍ଠ ନେତା ଅନ୍ତର୍ଯ୍ୟାମୀ ସାହୁ, ପୂର୍ବତନ ସରପଞ୍ଚ ନାରାୟଣ ରଣା, ଛାତ୍ର ବିଜେଡି ବ୍ଲକ ସଭାପତି ସଲିମ ଶେଖର ରଣା, ଯୁବ ବିଜେଡି ଡିଜିଟାଲ ସଂଯୋଜକ ତ୍ରିଶଙ୍କ ରଣା, ରଞ୍ଜନ ନାଏକ, ମୁକେଶ ନାଏକ, ମନୋଜ ରଣା, କୈଳାଶ କୁମୁରା, ବବଲୁ ଦଣ୍ଡସେନା, ତାରାଚନ ପୋଢ଼ ପ୍ରମୁଖ ଯୋଗଦେଇ ସ୍ବର୍ଗତ ନବ କିଶୋର ଦାସଙ୍କ ଫଟୋ ଚିତ୍ରରେ ପୁଷ୍ପ ଅର୍ପଣ କରିବା ସହ ସୃତିଚାରଣ କରିଥିଲେ l

 କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ଅନ୍ତରାଷ୍ଟ୍ରୀୟ ମହିଳା ଦିବସ ପାଳନ

Sunil Chandra Nayak

କଂଗ୍ରେସ ଦଳର ପ୍ରଚାର ପ୍ରସାର ଦେଖି ଅନ୍ୟ ଦଳ ଛାନିଆ

masiha

ଆମ୍ ଆଦମୀ ପାର୍ଟି ଉତ୍ତର ଭୁବନେଶ୍ୱରର ବିଧାନସଭା ସ୍ତରୀୟ ସାଙ୍ଗଠନିକ ପ୍ରସ୍ତୁତି ବୈଠକ

Sunil Chandra Nayak

Leave a Comment

error: Content is protected !!